Masthead

ଏବେଠୁ ଅସମ୍ଭାଳ ଖରା

୩୮ ଡିଗ୍ରୀ ଉପରେ ରାଜଧାନୀ ତାପମାତ୍ରା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଏବେଠୁ ଅସମ୍ଭାଳ ଖରା । ମାର୍ଚ୍ଚକୁ କଲବଲ କରିବ ତାତି । ଫେବୃଆରୀରୁ ୩୮ ଡିଗ୍ରୀ ଉପରେ ରହୁଛି ତାପମାତ୍ରା । ଦିନ ୧୧ ପରେ ଘରୁ ବାହାରିବା କଷ୍ଟକର ହେଲାଣି । ରାଜଧାନୀ ଭୁବନେଶ୍ୱରରେ ତାପମାତ୍ରା ୩୮ ଡିଗ୍ରୀ ଉପରେ ରହୁଛି । ଅନୁଗୁଳ, ତାଳଚେର ତାପମାତ୍ରା ୩୭ଡିଗ୍ରୀ ଉପରେ ରହୁଛି । ୧୫ରୁ ଅଧିକ ସହରର ତାପମାତ୍ରା ୩୫ଡିଗ୍ରୀ ଉପରେ ରହୁଛି । ଦେଶର ଉତ୍ତପ୍ତ ସହର ଗୁଡିକ ଭିତରେ ରହିଛି ଭୁବନେଶ୍ୱର । ରାଜସ୍ଥାନର ଫାଲୋଡି, ମହାରାଷ୍ଟ୍ରର ଅକୋଲା, ଗୁଜୁରାଟର ଆମ୍ରେଲି ପରେ ରହିଛି ଭୁବନେଶ୍ୱର । ପଶ୍ଚିମ ଓ ଉତରଭାରତ ଭଳି ଓଡିଶାରେ ତାତି ଅନୁଭୂତ ହେବା ଚିନ୍ତାର ବିଷୟ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ