ଏବେଠୁ ଅସମ୍ଭାଳ ଖରା

୩୮ ଡିଗ୍ରୀ ଉପରେ ରାଜଧାନୀ ତାପମାତ୍ରା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଏବେଠୁ ଅସମ୍ଭାଳ ଖରା । ମାର୍ଚ୍ଚକୁ କଲବଲ କରିବ ତାତି । ଫେବୃଆରୀରୁ ୩୮ ଡିଗ୍ରୀ ଉପରେ ରହୁଛି ତାପମାତ୍ରା । ଦିନ ୧୧ ପରେ ଘରୁ ବାହାରିବା କଷ୍ଟକର ହେଲାଣି । ରାଜଧାନୀ ଭୁବନେଶ୍ୱରରେ ତାପମାତ୍ରା ୩୮ ଡିଗ୍ରୀ ଉପରେ ରହୁଛି । ଅନୁଗୁଳ, ତାଳଚେର ତାପମାତ୍ରା ୩୭ଡିଗ୍ରୀ ଉପରେ ରହୁଛି । ୧୫ରୁ ଅଧିକ ସହରର ତାପମାତ୍ରା ୩୫ଡିଗ୍ରୀ ଉପରେ ରହୁଛି । ଦେଶର ଉତ୍ତପ୍ତ ସହର ଗୁଡିକ ଭିତରେ ରହିଛି ଭୁବନେଶ୍ୱର । ରାଜସ୍ଥାନର ଫାଲୋଡି, ମହାରାଷ୍ଟ୍ରର ଅକୋଲା, ଗୁଜୁରାଟର ଆମ୍ରେଲି ପରେ ରହିଛି ଭୁବନେଶ୍ୱର । ପଶ୍ଚିମ ଓ ଉତରଭାରତ ଭଳି ଓଡିଶାରେ ତାତି ଅନୁଭୂତ ହେବା ଚିନ୍ତାର ବିଷୟ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’