Masthead

ରାଜଧାନୀରେ ପୁଣି ଏଟିଏମ୍ ଲୁଟ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଦିନକୁ ଦିନ ବଢ଼ିବାରେ ଲାଗିଛି ଡକାୟତି ଓ ଚୋରି । ପୁଣି ରାଜଧାନୀ ଭୁବନେଶ୍ୱରରେ
ସ୍ପଷ୍ଟ ଦିବାଲୋକରେ ଜନଗହଳିପୂର୍ଣ୍ଣ ସ୍ଥାନରେ ହେଉଛି ଏଭଳି କାଣ୍ଡ । ଆଜି ଜନଗହଳିପୂର୍ଣ୍ଣ କଟକରୋଡ଼ରେ ଥିବା ଏକ ଏଟିମରୁ ୫ଜଣ ଲୁଟେରା ଲୁଟ୍ ଉଦ୍ୟମ କରିଥିଲେ । ସେହି ସମୟରେ ଜଣଙ୍କୁ କାବୁ କରିଥିଲେ ସ୍ଥାନୀୟ ଲୋକେ । ପରେ ପୋଲିସ ଘଟଣାସ୍ଥଳରେ ପହଂଚି ଆଉ ୪ଜଣଙ୍କୁ ଅଟକ ରଖି ପଚରାଉଚରା ଜାରି ରଖିଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ