Masthead

‘ଅସ୍ତ୍ର ଛାଡି ଆତ୍ମସମର୍ପଣ କର’

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ମାଓବାଦୀଙ୍କୁ ଆତ୍ମସମର୍ପଣ ପାଇଁ ଭୂପତିର ଅପିଲ । ଭିଡିଓ ଜାରି କରି ଅପିଲ୍ କଲା ପୂର୍ବତନ ମାଓ କମାଣ୍ଡର ଭୂପତି । ଅସ୍ତ୍ର ଛାଡ଼ି ମାଓବାଦୀଙ୍କୁ ଆତ୍ମସମର୍ପଣ କରିବାକୁ ଅପିଲ୍ କଲା ଭୂପତି । ଗତକାଲି ହିଡମାର ମୃତ୍ୟୁ ପରେ ଭିଡିଓ ଜାରି କଲା ଭୂପତି । ପରିବର୍ତ୍ତିତ ପରିସ୍ଥିତିରେ ଅସ୍ତ୍ର ଧରି ସଂଗ୍ରାମ କରିବା ସମ୍ଭବ ନୁହେଁ ।

ଅସ୍ତ୍ର ପାଇଁ ଆମେ ବହୁତ କିଛି ହରାଇଛୁ, ଅନେକ କ୍ଷତି ସହିଛୁ । ଲୋକଙ୍କ ସମସ୍ୟାର ସମାଧାନ ସମ୍ବିଧାନ ଜରିଆରେ ହୋଇପାରିବ । ଏବେ ସମୟ ବଦଳିଛି, ଦେଶ ବଦଳିଛି, ପରିସ୍ଥିତି ବଦଳୁଛି । ତେଣୁ ଅସ୍ତ୍ର ଛାଡ଼ି ଲୋକଙ୍କ ପାଖକୁ ଯିବାକୁ ପଡ଼ିବ । ସମ୍ବିଧାନ ଅନୁସାରେ କାମ କରିବାକୁ ହେବ, ଏହା ଏକମାତ୍ର ବିକଳ୍ପ । ଏହାକୁ ଅଣଦେଖା ନ କରି ଅସ୍ତ୍ର ଛାଡ଼ି ଜନତାଙ୍କ ପାଖକୁ ଆସନ୍ତୁ । ଦେଢ଼ ମାସ ତଳେ ଗଡ଼ଚିରୋଲିରେ ଆତ୍ମସମର୍ପଣ କରିଥିଲେ ଭୂପତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି