Masthead

ଶପଥ ନେଲେ ଭୂପେନ୍ଦ୍ର ପଟେଲ

ଅହମ୍ମଦାବାଦ(ବଡ଼ ଖବର ବ୍ୟୁରୋ): ଗୁଜରାଟର ନୂଆ ମୁଖ୍ୟମନ୍ତ୍ରୀ ହେଲେ ଭୂପେନ୍ଦ୍ର ପଟେଲ । ଗୁଜରାଟର ୧୭ତମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କଲେ ଭୂପେନ୍ଦ୍ର ପଟେଲ । ଗୁଜରାଟର ଗାନ୍ଧିନଗର ସ୍ଥିତ ରାଜଭବନରେ ଏକ ସମାରୋହରେ ଭୂପେନ୍ଦ୍ର ପଟେଲ ମୁଖ୍ୟମନ୍ତ୍ରୀ ଶପଥ ନେଇଛନ୍ତି । ରାଜ୍ୟପାଳ ତାଙ୍କ ଗୋପନୀୟତାର ଶପଥ ପାଠ କରାଇଛନ୍ତି । ତେବେ ଶପଥ ସମାରୋହରେ ଗୃହମନ୍ତ୍ରୀ ଅମିତଶାହା ଏବଂ ବିଜେପିର ଅନେକ ବଡ ବଡ ନେତା ଯୋଗ ଦେଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ