Masthead

ଶପଥ ନେଲେ ଭୂପେନ୍ଦ୍ର ପଟେଲ

ଅହମ୍ମଦାବାଦ(ବଡ଼ ଖବର ବ୍ୟୁରୋ): ଗୁଜରାଟର ନୂଆ ମୁଖ୍ୟମନ୍ତ୍ରୀ ହେଲେ ଭୂପେନ୍ଦ୍ର ପଟେଲ । ଗୁଜରାଟର ୧୭ତମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କଲେ ଭୂପେନ୍ଦ୍ର ପଟେଲ । ଗୁଜରାଟର ଗାନ୍ଧିନଗର ସ୍ଥିତ ରାଜଭବନରେ ଏକ ସମାରୋହରେ ଭୂପେନ୍ଦ୍ର ପଟେଲ ମୁଖ୍ୟମନ୍ତ୍ରୀ ଶପଥ ନେଇଛନ୍ତି । ରାଜ୍ୟପାଳ ତାଙ୍କ ଗୋପନୀୟତାର ଶପଥ ପାଠ କରାଇଛନ୍ତି । ତେବେ ଶପଥ ସମାରୋହରେ ଗୃହମନ୍ତ୍ରୀ ଅମିତଶାହା ଏବଂ ବିଜେପିର ଅନେକ ବଡ ବଡ ନେତା ଯୋଗ ଦେଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ