Masthead

ଏବେ ଚିତ୍ର ବଦଳିଛି ବିକାଶ ହୋଇଛି, ରାଜ୍ୟ ଭାଗ କଥା କହିବା ଠିକ୍ ନୁହେଁ: ଭୂପିନ୍ଦର ସିଂ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): କୋଶଳ ରାଜ୍ୟ ଦାବି କରିବା ସମସ୍ତଙ୍କ ଅଧିକାର। କାହାକୁ ବାରଣ କରାଯାଇପାରିବ ନାହିଁ। କିନ୍ତୁ ଏବେ ଦାବି କରିବାର ମାନେ କ’ଣ? ବିରୋଧୀ କ’ଣ ଚାହୁଁଛନ୍ତି ବୋଲି ପ୍ରଶ୍ନ କରିଛନ୍ତି ବିଜେଡି ବିଧାୟକ ଭୂପିନ୍ଦର ସିଂ । ସେ କହିଛନ୍ତି, ଯେତେବେଳେ ସମୟ ଥିଲା ଭାଗ ହେବାର ଦାବି ଉଠୁଥିଲା ସେତେବେଳେ ଭାଗ ହେବା ଦରକାର ଥିଲା । କିନ୍ତୁ ଏବେ ଚିତ୍ର ବଦଳିଛି । ଏକବିଂଶ ଶତାବ୍ଦୀରେ ଆର୍ଥିକ ସ୍ଥିତି ଠିକ୍ ନଥିଲା।

ଏବେ ଆମ ସରକାରରେ ବ୍ୟବସ୍ଥା ପଶ୍ଚିମ ଓଡ଼ିଶାକୁ ପ୍ରାଧାନ୍ୟ ଦେଇ ଆସୁଛନ୍ତି। କଳାକାରଙ୍କୁ ନେଇ ଉଠିଥିବା ବିବାଦ ଦିନେ ସମାଧାନ ହୋଇଯିବ। କିନ୍ତୁ ତାକୁ ନେଇ ପୂର୍ବ ପଶ୍ଚିମ ଭାଗ ଭାଗ ଚିନ୍ତା ଠିକ୍ ନୁହେଁ। ତାର ସମାଧାନ ଦିଗରେ ସମସ୍ତେ ଗୁରୁତ୍ଵ ଦେବା ଉଚିତ୍। ନିର୍ବାଚନ ସମୟରେ ଏକଥା ଉଠେ। ଏହା ନୂଆ ନୁହେଁ। ଲୋକେ ସବୁ ବୁଝିଲେଣି । ଭୋଟରେ କିଛି ଫଳ ପଡ଼ିବନି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି