Masthead

୩ ଦିନିଆ ଭାରତ ଗସ୍ତରେ ଭୁଟାନ ରାଜା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଭାରତ ଆସୁଛନ୍ତି ଭୁଟାନ ରାଜା । ଭୁଟାନ ରାଜା ଜିଗମେ ଖେସର ନାମନ୍ୟାଲ ୱାଙ୍ଗଚୁକ ୩ ଦିନିଆ ଭାରତ ଗସ୍ତରେ ଆସୁଛନ୍ତି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ନିମନ୍ତ୍ରଣରେ ଭାରତକୁ ଆସୁଛନ୍ତି ୱାଙ୍ଗଚୁକ। ଆସନ୍ତକାଲି ଭାରତ ଗସ୍ତରେ ଆସିବେ । ଏପ୍ରିଲ୩ ରୁ ୫ ପର୍ଯ୍ୟନ୍ତ ସେ ଭାରତରେ ରହିବେ। ଏହି ସମୟରେ ସେ ରାଷ୍ଟ୍ରପତି ଦ୍ରୌପଦି ମୁର୍ମୁ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ତାଙ୍କ ସହ ସେଠାକାର ବିଦେଶ ଓ ବୈଦେଶିକ ବ୍ୟାପାର ମନ୍ତ୍ରୀ ଲୟୋଂପୋ ଡା. ଟାଣ୍ଡି ଦୋରଜି ଓ ରାଜାଙ୍କ ବରିଷ୍ଠ ଅଧିକାରୀ ରହିବେ। ଭୁଟାନ ରାଜାଙ୍କ ଏହି ଯାତ୍ରା ଦୁଇ ଦେଶ ମଧ୍ୟରେ ନିୟମିତ ଭାବେ ଉଚ୍ଚସ୍ତରୀୟ ଆଦାନ ପ୍ରଦାନର ଲମ୍ବା ପରମ୍ପରାକୁ ଧ୍ୟାନରେ ରଖି କରାଯାଇଛି। ଏହି ସୂଚନା ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ ଦିଆଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା