Masthead

‘ନିର୍ଯ୍ୟାସ ବାହାରିଲେ ହେବ ଦୃଢ କାର୍ଯ୍ୟାନୁଷ୍ଠାନ’

ଭୁୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପାଣ୍ଡିଆନଙ୍କ ହେଲିକପ୍ଟର ତଦନ୍ତକୁ ନେଇ ପରିବହନ ମନ୍ତ୍ରୀ ବିଭୂତି ଜେନାଙ୍କ ପ୍ରତିକ୍ରିୟା । କହିଛନ୍ତି ବ୍ୟକ୍ତିଗତ କାର୍ଯ୍ୟରେ ପାଣ୍ଡିଆନଙ୍କ ହେଲିକପ୍ଟର ବୁଲିବାକୁ ନେଇ ତଦନ୍ତ ଚାଲିଛି । ଖୁବଶୀଘ୍ର ନିର୍ଯ୍ୟାସ ଆସିବ । ଯାହା ଲୋକଙ୍କ ମନରେ ସନେ୍ଦହ ଅଛି ତାହା ସତ ହୋଇପାରେ । ଅପେକ୍ଷା କରନ୍ତୁ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବାକୁ ଯାଉଛନ୍ତି ସରକାର ।

ଦୁର୍ନୀତି ବିରୁଦ୍ଧରେ ଆମ ସରକାର ଶୂନ୍ୟ ସହନଶୀଳତା ନୀତି ଆପଣେଇଛନ୍ତି । ତେଣୁ ହେଲିକପ୍ଟର ବୁଲାର ନିର୍ଯ୍ୟାସ ଅଳ୍ପ ଦିନ ମଧ୍ୟରେ ବାହାରିବ । ମୁଁ କହିଛି ମାନେ ସରକାର କହିଛି । ତେଣୁ ଆପଣ ମାନେ ଅପେକ୍ଷା ରଖନ୍ତୁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ