Masthead

କୃଷକ ସମାବେଶରେ ସାମିଲ ପାଇଁ ସାଇକେଲ ଯାତ୍ରା

ରାଉରକେଲା (ବଡ଼ ଖବର ବ୍ୟୁରୋ): ରାଉରକେଲା ସହରର ଦ୍ୱିତୀୟ ବ୍ରାହ୍ମଣୀ ସେତୁ ଓ ଆଇଜିଏଚ କୁ ସୁପର ସ୍ପେସିଆଲିଷ୍ଟ ହସ୍ପିଟାଲ କରିବା ଦାବିରେ ରାଉରକେଲାରୁ ଦିଲ୍ଲୀକୁ ପଦଯାତ୍ରା କରି ଚର୍ଚ୍ଚାର ବିଷୟ ପାଲଟିଥିଲେ ମୁକ୍ତିକାନ୍ତ ବିଶ୍ୱାଳ। ପୁଣିଥରେ ରାଉରକେଲା ସହରରୁ ଦିଲ୍ଲୀ ଅଭିମୁଖେ ସାଇକେଲ ଯାତ୍ରା କରିଛନ୍ତି ମୁକ୍ତିକାନ୍ତ ବିଶ୍ୱାଳ। ଦୀର୍ଘଦିନ ଧରି ଦିଲ୍ଲୀରେ କୃଷକଙ୍କ ସମାବେଶ ଚାଲିଥିବା ବେଳେ କେନ୍ଦ୍ର ସରକାର କୃଷକଙ୍କ ଦାବିକୁ ମାନୁନାହାଁନ୍ତି।

ଶୀତ କାକର ଭରା ରାତିରେ କୃଷକମାନେ ଖୋଲା ଆକାଶ ତଳେ ବସି ରହିଛନ୍ତି କିନ୍ତୁ କେନ୍ଦ୍ର ସରକାର ଏପର୍ଯ୍ୟନ୍ତ ତାଙ୍କ ଦାବିକୁ ମାନୁ ନାହାନ୍ତି। ତେବେ କୃଷକଙ୍କ ସମାବେଶରେ ସାମିଲ ହେବା ପାଇଁ ଆଜି ରାଉରକେଲା ସହରରୁ ଦିଲ୍ଲୀ ଅଭିମୁଖେ ସାଇକେଲ ରେ ଯାତ୍ରା ଆରମ୍ଭ କରିଛନ୍ତି ମୁକ୍ତିକାନ୍ତ ବିଶ୍ୱାଳ । ଆଗାମୀ ୧୫ ଦିନ ମଧ୍ୟରେ ସେ ପହଞ୍ଚିବେ ଦିଲ୍ଲୀରେ। ଝାଡ଼ଖଣ୍ଡ, ବିହାର, ଉତ୍ତରପ୍ରଦେଶ , ହରିୟାଣା ଦେଇ ଦିଲ୍ଲୀକୁ ପହଞ୍ଚିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା