Masthead

ବାଇଡେନ୍‌ଙ୍କୁ ମାରାତ୍ମକ କ୍ୟାନସର୍

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆମେରିକାର ପୂର୍ବତନ ରାଷ୍ଟ୍ରପତି ଜୋ ବାଇଡେନ୍‌ଙ୍କୁ କ୍ୟାନସର । ବାଇଡେନ୍‌ଙ୍କ ପରିସ୍ରା ପରୀକ୍ଷା ପରେ ଆସିଲା କ୍ୟାନସର୍ ରିପୋର୍ଟ । ପ୍ରୋଷ୍ଟେଟ୍ କ୍ୟାନସର୍‌ରେ ବାଇଡେନ୍‌ ପୀଡ଼ିତ ଥିବା ସୂଚନା ମିଳିଛି । କ୍ୟାନସର୍‌ ବାଇଡେନ୍‌ଙ୍କ ହାଡ଼କୁ ବ୍ୟାପିଯାଇଥିବା ଅନୁମାନ । ୮୨ ବର୍ଷୀୟ ବାଇଡେନ୍ ଏବେ ଡାକ୍ତରୀ ଦଳଙ୍କ ନୀରିକ୍ଷଣରେ ଅଛନ୍ତି ।

ଜାନୁଆରିରେ ରାଷ୍ଟ୍ରପତି ପଦ ଛାଡ଼ିବା ପରେ ସେ ସର୍ବସାଧାରଣରେ ଖୁବ୍ କମ୍ ନଜର ଆସିଛନ୍ତି । ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋସିଆଲ ମିଡିଆରେ ବାଇଡେନଙ୍କ ଆରୋଗ୍ୟ କାମନା କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ