ଟିକା ନେଲେ ବାଇଡ଼େନ୍

ବଡ଼ ଖବର ବ୍ୟୁରୋ : କରୋନା ଟିକା ନେଲେ ଆମେରିକାର ନବ ନିର୍ବାଚିତ ରାଷ୍ଟ୍ରପତି ଜୋ ବାଇଡ଼େନ । ୭୮ ବର୍ଷୀୟ ବାଇଡ଼େନ ନେଇଛନ୍ତି ଫାଇଜର ଦ୍ୱାରା ପ୍ରସ୍ତୁତ କରୋନା ଟିକା । କେବଳ ବାଇଡ଼େନ ନୁହେଁ ତାଙ୍କ ସହ ତାଙ୍କ ପତ୍ନୀ ଜିଲ ମଧ୍ୟ ଟିକା ନେଇଛନ୍ତି । ଲୋକମାନଙ୍କ ମନରେ ଟିକା ପ୍ରତି ବିଶ୍ୱାସ ବଢାଇବା ପାଇଁ ସେ ଏହି ଟିକା ଗ୍ରହଣ କରିଛନ୍ତି ବୋଲି କହିଛନ୍ତି । ଆସନ୍ତା ଜାନୁଆରୀ ୨୦ ରେ ଜୋ ବାଇଡ଼େନ ଆମେରିକାର ରାଷ୍ଟ୍ରପତି ଭାବେ କାର୍ଯ୍ୟଭାର ଗ୍ରହଣ କରିବେ ।

ଦାୟିତ୍ୱ ଗ୍ରହଣ କରିବା ପରେ କରୋନା ବିରୋଧରେ ଲଢିବା ତାଙ୍କର ପ୍ରଥମ ଗୁରୁତ୍ୱ ହେବ ବୋଲି ବାଇଡ଼େନ କହିଛନ୍ତି । ବିଶ୍ୱରେ କରୋନାରେ ଅଧିକ ପ୍ରଭାବିତ ହୋଇଛି ଆମେରିକା । ଏଠାରେ ପ୍ରାୟ ୧ କୋଟି ୭୫ ଲକ୍ଷ ଲୋକ ସଂକ୍ରମଣର ଶିକାର ହୋଇଥିବା ବେଳେ ୩ ଲକ୍ଷ ୧୫ ହଜାରରୁ ଅଧିକ ଜୀବନ ନେଇସାରିଲାଣି ମହାମାରୀ କରୋନା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଚୌଦ୍ୱାର ଜେଲ କଳି ବଢାଇଲା ଅଡ଼ୁଆ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 ଚୌଦ୍ୱାର ଜେଲ କଳି ବଢାଇଲା ଅଡ଼ୁଆ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’