ମୁଁ ୨୦୨୪ ରାଷ୍ଟ୍ରପତି ନିର୍ବାଚନ ଲଢିବି: ଜୋ ବାଇଡେନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ମୁଁ ୨୦୨୪ ରାଷ୍ଟ୍ରପତି ନିର୍ବାଚନ ଲଢିବି । ବଡ଼ ଘୋଷଣା କରିଛନ୍ତି ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ । ତାଙ୍କ ଘୋଷଣା ପରେ ସମସ୍ତ କଳ୍ପନା ଜଳ୍ପନାର ଶେଷ ହୋଇଛି। ଏହା ସ୍ପଷ୍ଟ ହୋଇଛି ବାଇଡେନ ପୁଣି ନିର୍ବାଚନ ଲଢ଼ିବାକୁ ଯାଉଛନ୍ତି। ୨୦୨୦ରେ ଡୋନାଲ୍ଡ ଟ୍ରମ୍ପଙ୍କୁ ପରାଜିତ କରି ବାଇଡେନ ରାଷ୍ଟ୍ରପତି ଭାବେ ଜାନୁୟାରୀ ୨୦୨୧ରେ ଦାୟିତ୍ୱ ଗ୍ରହଣ କରିଥିଲେ। କୁହାଯାଉଛି ଯେ ଉପରାଷ୍ଟ୍ରପତି କମଲା ହାରିସ ପୁଣିଥରେ ଉପରାଷ୍ଟ୍ରପତି ପଦ ପାଇଁ ଏକ ଦାବି ଉପସ୍ଥାପନ କରିବେ। ସୂଚନା ଅନୁସାରେ, ଏପ୍ରିଲ୧୫ ରେ ସେ ଆୟର୍ଲାଣ୍ଡରେ ଏକ ରାଲିରେ କହିଥିଲେ ପୁଣି ନିର୍ବାଚନ ଲଢ଼ିବା ପାଇଁ ମୁଁ ପ୍ରସ୍ତୁତ ହେଉଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’