Masthead

ଦୋଷୀଙ୍କ ବିରୋଧରେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ: ବାଇଡେନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆମେରିକାର ସିଗ୍ନେଚର ବ୍ୟାଙ୍କ ଏବଂ ସିଲିକନ୍ ଭ୍ୟାଲି ବ୍ୟାଙ୍କ ବୁଡ଼ିଯିବା ଘଟଣା । ଏହି ଦୁଇଟି ବ୍ୟାଙ୍କ ଦେବାଳିଆ ହେବା ପରେ ବାଇଡେନ ଏକ ବଡ଼ ଘୋଷଣା କରିଛନ୍ତି । ଦୋଷୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ବୋଲି କହିଛନ୍ତି । ବାଇଡେନ ଟୁଇଟ କରି କହିଛନ୍ତି ଯେ ବ୍ୟାଙ୍କଗୁଡିକର ପତନ ପାଇଁ ଯେଉଁମାନେ ଦାୟୀ ସେମାନଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଉଭୟ ବ୍ୟାଙ୍କର ଆକାଉଣ୍ଟଧାରୀଙ୍କୁ ମଧ୍ୟ ଆଶ୍ୱସ୍ତି ପ୍ରଦାନ କରି କହିଛନ୍ତି ଯେ ଲୋକଙ୍କ ଟଙ୍କା ସୁରକ୍ଷିତ ରହିବ।

ଏହା ସହିତ ବଡ଼ ବ୍ୟାଙ୍କଗୁଡିକର ମନିଟରିଂ ଏବଂ ନିୟମାବଳୀ ମଧ୍ୟ ମଜବୁତ ହେବ ଯାହା ଦ୍ୱାରା ଏଭଳି ପରିସ୍ଥିତିର ସମ୍ମୁଖୀନ ହେବାକୁ ପଡ଼ିବ ନାହିଁ। ଆମେରିକାର ରାଷ୍ଟ୍ରପତି ଅନ୍ୟ ଏକ ଟୁଇଟରେ ଲେଖିଛନ୍ତି ଯେ ଆମେ ଆମେରିକୀୟ ଲୋକ ଏବଂ ଆମେରିକୀୟ ବ୍ୟବସାୟ ଜଗତକୁ ନିଶ୍ଚିତ କରିବାକୁ ଚାହୁଁଛୁ ଯେ ସେମାନଙ୍କର ବ୍ୟାଙ୍କ ଜମା ସୁରକ୍ଷିତ ଏବଂ ଯେତେବେଳେ ସେମାନେ ଆବଶ୍ୟକ କରନ୍ତି ସେତେବେଳେ ସେମାନେ ଏହାକୁ ନେଇ ପାରିବେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ