Masthead

ଅପରାହ୍ନ ୨.୩୦ରେ ବଡ଼ ଘୋଷଣା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସନ୍ତାକାଲି ଠାରୁ ସରୁଛି ରାଜ୍ୟରେ ଜାରି ରହିଥିବା ଆଂଶିକ ଲକଡାଉନ୍ । ତାପରେ କ’ଣ ରହିବ ମୁକାବିଲା ରଣନୀତି । ଗୁରୁବାର ଦିନ ସାଢ଼େ ୨ଟାରେ ପରବର୍ତ୍ତୀ କାର୍ଯ୍ୟପନ୍ଥା ବାବଦରେ ସୂଚନା ଦେବେ ମୁଖ୍ୟ ସଚିବ ସୁରେଶ ମହାପାତ୍ର । ପ୍ରେସ ବିବୃତ୍ତି ଜାରି କରିବେ ।

ଜୁଲାଇ ୩୦ ତାରିଖ ଯାଏ କ’ଣ ରହିବ କୋଭିଡ୍ ମୁକିବାଲି ରଣନୀତି ସେ ବାବାଦରେ ରାଜ୍ୟବାସୀଙ୍କୁ ସୂଚନା ଦେବେ ମୁଖ୍ୟ ସଚିବ । ମୁଖ୍ୟ ସଚିବ କ’ଣ ଘୋଷଣା କରିବେ ତା’ ଉପରେ ସମସ୍ତଙ୍କର ନଜର ରହିଛି । ବିଶେଷ କରି ବର୍ତ୍ତମାନ କରୋନା ସ୍ଥିତି ଓ ସଂକ୍ରମଣ ହାରକୁ ଦୃଷ୍ଟିରେ ରଖି କେଉଁ ଜିଲ୍ଲାରୁ କଟକଣା ଅଧିକ କୋହଳ ହେବ ଓ କେଉଁଠି କଟକଣା ବଳବତ୍ତର ରହିବ ସେନେଇ ଘୋଷଣା ହୋଇପାରେ । କେଉଁ କ୍ଷେତ୍ରରୁ ଅଧିକ କୋହଳ ମିଳିବ ତାଉପରେ ବି ନଜର ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ