Masthead

ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):ଆସିଲା ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦଙ୍କ ବଡ ସୂଚନା । ରାଜ୍ୟରେ ମୌସୁମିର ପ୍ରବେଶକୁ ନେଇ ୧୮ରେ ସ୍କୁଲ ଖୋଲିବା ନିଷ୍ପତ୍ତି । ୧୭ରେ ସରିବ ଖରା ଛୁଟି ୧୮ରେ ଖୋଲିବ ସ୍କୁଲ । ଏନେଇ ବଡ ସୁଚନା ଦେଇଛନ୍ତି ଗଣ ଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ରାଜ୍ୟରେ ମୌସୁମି ପ୍ରଭାବ ରହିଛି । ଧିରେ ଧିରେ ଥଣ୍ଡା ପଡୁଛି । ତାତି କମୁଥିବାରୁ ପୂର୍ବରୁ ନିର୍ଦ୍ଧାରିତ ୧୮ତାରିଖରେ ସ୍କୁଲ୍ ଖୋଲିବାକୁ ସ୍ଥିର ହୋଇଛି । ପରେ ଯଦି ଖରାର ପ୍ରକୋପ ବଢିବ କି ତାତି ବଢିବ ତାକୁ ଦୃଷ୍ଟିରେ ରଖି ଆଗକୁ ସ୍କୁଲ ବନ୍ଦର ନିଷ୍ପତ୍ତି ନିଆଯିବ । କିନ୍ତୁ ଖରା ଛୁଟି ବଢିବା ନେଇ ବର୍ତ୍ତମାନ କୋଣସି ନିଷ୍ପତ୍ତି ହୋଇନି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ