Masthead

ବିଗ ବି’ଙ୍କ କରୋନା ସଚେତନତା କବିତା

ମୁମ୍ବାଇ (ବଡ଼ ଖବର ବ୍ୟୁରୋ): ବଲିଉଡର ଷ୍ଟାର ଅମିତାଭ ବଚ୍ଚନ ମହାମାରୀ କରୋନା ଆରମ୍ଭ ହେବାଠାରୁ ସେ ଲୋକଙ୍କୁ ସଚେତନ କରିବାରେ ଲାଗିଛନ୍ତି। କେତେବେଳେ ମୋବାଇଲ ଫୋନର କଲର ଟ୍ୟୁନରେ ତ ଆଉ କେତେବେଳେ ଭିଡିଓ ମେସେଜ ମାଧ୍ୟମରେ । ଏବେ ସେ ପୁଣି ଥରେ ଲୋକଙ୍କୁ କରୋନା ସଚେତନତା ବାର୍ତ୍ତା ଦେଇଛନ୍ତି ଏକ ନିଆରା ଢଙ୍ଗରେ ।

କରୋନା ସଚେତନତା ପାଇଁ ବିଗ୍ ବି’ ନିଜ ଟ୍ବିଟରେ ଲେଖିଛନ୍ତି କବିତା। ଆଉ ଏହି କବିତା ମାଧ୍ୟମରେ ଲୋକଙ୍କ ମଧ୍ୟରେ ସଚେତନତା ବାର୍ତ୍ତା ବାଣ୍ଟିବାକୁ ଚେଷ୍ଟା କରିଛନ୍ତି ।

ଭୟଙ୍କର କରୋନା ମହାମାରୀ ଠାରୁ ଦୂରେଇ ରହିବା ପାଇଁ ବିଗ୍ ବି’ ବାର୍ତ୍ତା ଦେଇଛନ୍ତି । ଘରର କବାଟ ଝରକା ସବୁ ବନ୍ଦ ରଖିବା ସହ ଆବଶ୍ୟକ ନଥିଲେ ବାହାରକୁ ନଯିବାକୁ ସେ କହିଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି ମାସ୍କ ପିନ୍ଧନ୍ତୁ, ଭିଡରୁ ଦୂରେଇ ରୁହିବାକୁ ସେ ପରାମର୍ଶ ଦେଇଛନ୍ତି ଏବଂ ବାରମ୍ବାର ହାତ ଧୋଇବାକୁ କହିଛନ୍ତି । ଏହି କବିତାକୁ ସେ ନିଜ ଟୁଇଟର ହ୍ୟାଣ୍ଡେଲରେ ଅପ୍‌ଲୋଡ୍ କରିଛନ୍ତି। ଯାହା ଏବେ ଭାଇରାଲ ହେବାରେ ଲାଗିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ