Masthead

କଂଗ୍ରେସରେ ବଡ଼ ଧରଣର ଅଦଳବଦଳ

ନୂଆଦିଲ୍ଲୀ  (ବଡ଼ ଖବର ବ୍ୟୁରୋ): କଂଗ୍ରେସର ଦଳୀୟ ସଙ୍ଗଠନରେ ବଡ଼ ଧରଣର ଅଦଳବଦଳ ହୋଇଛି। ରଣଦୀପ ସୁରଜୱାଲାଙ୍କୁ ମଧ୍ୟ ପ୍ରଦେଶର ସିନିୟର ଅବଜର୍ଭର ପରେ ଏବେ ରାଜ୍ୟର ପ୍ରଭାରୀ ମହାସଚିବର ଅତିରିକ୍ତ ଦାୟିତ୍ୱ ଦେଇଛି। ମୁକୁଲ ବାସନିକଙ୍କୁ ଗୁଜରାଟର ପ୍ରଭାରୀ ମହାସଚିବ ଦାୟିତ୍ୱ ଦିଆଯାଇଛି। ଏହା ବ୍ୟତୀତ ବୃଜଲାଲ ଖାବରିଙ୍କ ସ୍ଥାନରେ ଅଜୟ ରାୟଙ୍କୁ ଉତ୍ତର ପ୍ରଦେଶ କଂଗ୍ରେସର ଅଧ୍ୟକ୍ଷ ନିଯୁକ୍ତ କରାଯାଇଛି। ମଧ୍ୟ ପ୍ରଦେଶର ପ୍ରଭାରୀ ମହାସଚିବର ଦାୟିତ୍ୱ ସୁରଜୱାଲାଙ୍କୁ ଜେପି ଅଗ୍ରୱାଲଙ୍କ ସ୍ଥାନରେ ଦିଆଯାଇଛି। ସେହିପରି ବାସନିକଙ୍କୁ ରଘୁ ଶର୍ମାଙ୍କୁ ହଟାଇ ପ୍ରଭାରୀ ମହାସଚିବ କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା