Masthead

ଆରଆଇ ପରୀକ୍ଷାରେ ବଡ଼ ବିଭ୍ରାଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଆରଆଇ ପରୀକ୍ଷାରେ ବଡ଼ ବିଭ୍ରାଟ । ଭୁବନେଶ୍ବର ମଞ୍ଚେଶ୍ୱର, ଚନ୍ଦ୍ରଶେଖରପୁର, ପଟିଆ, ନୟାପଲ୍ଲୀ ଆଦି ସ୍ଥାନରେ ହୋଇଥିବା କେନ୍ଦ୍ରରେ ବଡ ବିଭ୍ରାଟ ଦେଖାଯାଇଛି। ସର୍ଭର ଡାଉନ ପାଇଁ ପ୍ରାୟ ଘଣ୍ଟାଏ ବିଳମ୍ବରେ ସେଣ୍ଟରକୁ ଯାଇଛନ୍ତି ଛାତ୍ରଛାତ୍ରୀ । ଏମିତିକି ବ୍ରହ୍ମପୁର, କାକଟପୁର ଘରୋଇ ପରୀକ୍ଷା ସେଣ୍ଟରରେ ସମସ୍ୟା ବି ଉପୁଜିଛି ।

RI ପରୀକ୍ଷାରେ ସର୍ଭର ଡାଉନ ଅଭିଯୋଗ। ସର୍ଭର ଡାଉନ ପାଇଁ ପ୍ରାୟ ଘଣ୍ଟାଏ ବିଳମ୍ବରେ ସେଣ୍ଟରକୁ ଗଲେ ଛାତ୍ରୀଛାତ୍ର। ସକାଳ ୭.୩୦ରେ ପ୍ରବେଶ ସମୟ ଥିଲା, ୮.୪୫ରେ ଭିତରକୁ ଗଲେ। ରାଜ୍ୟର ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ସର୍ଭର ଡାଉନ ଅଭିଯୋଗ ହୋଇଛି। ବ୍ରହ୍ମପୁର, କାକଟପୁର ଘରୋଇ ପରୀକ୍ଷା ସେଣ୍ଟରରେ ସମସ୍ୟା ଦେଖାଯାଇଛି। ରାଜ୍ୟର ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ସର୍ଭର ଡାଉନ ସମସ୍ୟା ଦେଖାଦେଇଥିବା ଅଭିଯୋଗ ଉଠିଛି । ତେବେ ଏନେଇ ପରୀକ୍ଷା ପରିଚାଳନା କରୁଥିବା ସଂସ୍ଥା ଟିସିଏସର ପ୍ରତିକ୍ରିୟା ମିଳିପାରିନି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ