Masthead

ଆରଆଇ ପରୀକ୍ଷାରେ ବଡ଼ ବିଭ୍ରାଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଆରଆଇ ପରୀକ୍ଷାରେ ବଡ଼ ବିଭ୍ରାଟ । ଭୁବନେଶ୍ବର ମଞ୍ଚେଶ୍ୱର, ଚନ୍ଦ୍ରଶେଖରପୁର, ପଟିଆ, ନୟାପଲ୍ଲୀ ଆଦି ସ୍ଥାନରେ ହୋଇଥିବା କେନ୍ଦ୍ରରେ ବଡ ବିଭ୍ରାଟ ଦେଖାଯାଇଛି। ସର୍ଭର ଡାଉନ ପାଇଁ ପ୍ରାୟ ଘଣ୍ଟାଏ ବିଳମ୍ବରେ ସେଣ୍ଟରକୁ ଯାଇଛନ୍ତି ଛାତ୍ରଛାତ୍ରୀ । ଏମିତିକି ବ୍ରହ୍ମପୁର, କାକଟପୁର ଘରୋଇ ପରୀକ୍ଷା ସେଣ୍ଟରରେ ସମସ୍ୟା ବି ଉପୁଜିଛି ।

RI ପରୀକ୍ଷାରେ ସର୍ଭର ଡାଉନ ଅଭିଯୋଗ। ସର୍ଭର ଡାଉନ ପାଇଁ ପ୍ରାୟ ଘଣ୍ଟାଏ ବିଳମ୍ବରେ ସେଣ୍ଟରକୁ ଗଲେ ଛାତ୍ରୀଛାତ୍ର। ସକାଳ ୭.୩୦ରେ ପ୍ରବେଶ ସମୟ ଥିଲା, ୮.୪୫ରେ ଭିତରକୁ ଗଲେ। ରାଜ୍ୟର ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ସର୍ଭର ଡାଉନ ଅଭିଯୋଗ ହୋଇଛି। ବ୍ରହ୍ମପୁର, କାକଟପୁର ଘରୋଇ ପରୀକ୍ଷା ସେଣ୍ଟରରେ ସମସ୍ୟା ଦେଖାଯାଇଛି। ରାଜ୍ୟର ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ସର୍ଭର ଡାଉନ ସମସ୍ୟା ଦେଖାଦେଇଥିବା ଅଭିଯୋଗ ଉଠିଛି । ତେବେ ଏନେଇ ପରୀକ୍ଷା ପରିଚାଳନା କରୁଥିବା ସଂସ୍ଥା ଟିସିଏସର ପ୍ରତିକ୍ରିୟା ମିଳିପାରିନି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ