Masthead

ପଞ୍ଚାୟତିରାଜ ବିଭାଗରେ ବଡ଼ ଦୁର୍ନୀତି; ୫ ବର୍ଷରେ ହୋଇଛି ୨୮ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ଦୁର୍ନୀତି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):  ପଞ୍ଚାୟତିରାଜ ବିଭାଗରେ ଚାଲିଥିବା ବଡ଼ ଦୁର୍ନୀତିକୁ ଧିରଲେ ନୂଆ ସରକାର । ବିଗତ ପାଞ୍ଚ ବର୍ଷରେ ଦାରିଦ୍ର୍ୟ ଦୂରିକରଣ ସ୍କିମ୍ ଓ ଅନ୍ୟାନ୍ୟ କାର୍ୟ୍ୟକ୍ରମରେ ବଡ଼ ଆର୍ଥିକ ଅନିୟମିତତା ଓ ଅର୍ଥ ତୋଷାର ପାତ ଧରିଲେ ନୂଆ ସରକାର । ବିଗତ ପାଞ୍ଚ ବର୍ଷରେ ଦାରିଦ୍ର୍ୟ ଦୂରିକରଣ ସ୍କିମ୍ ଜରିଆରେ ପଞ୍ଚାୟତିରାଜ ବିଭାଗରେ ୨୮ କୋଟି ୨୫ ଲକ୍ଷ ୪୩ ହଜାର ଟଙ୍କାର ଦୁର୍ନୀତି ହୋଇଥିବା ବିଧାନସଭାରେ ଲିଖିତ ଉତ୍ତର ରଖିଲେ ପଞ୍ଚାୟତିରାଜ ମନ୍ତ୍ରୀ । ସର୍ବମୋଟ ୯୨୯୯ କେସରେ ୨୮ କୋଟି ୨୫ ଲକ୍ଷ ୪୩ ହଜାର ଟଙ୍କାର ଦୁର୍ନୀତି ହୋଇଥିବା ଲିଖିତ ଉତ୍ତର ରଖିଲେ ମନ୍ତ୍ରୀ ।

୨୦୨୦-୨୧ ବର୍ଷରେ ୧୦୦୭ଟି କେସରେ ୯ କୋଟି ୧୩ ଲକ୍ଷ ୨୮ ହଜାର ଟଙ୍କାର ଦୁର୍ନୀତି ହୋଇଛି । ୨୦୨୧-୨୨ ବର୍ଷ ରେ ୨୮୧୪ ଟି କେସରେ ୪ କୋଟି ୨୮ ଲକ୍ଷ ୧୬ ହଜାର ଟଙ୍କାର ଦୁର୍ନୀତି ହୋଇଛି । ୨୦୨୨-୨୩ ବର୍ଷ ରେ ମାତ୍ର ୩୮ ଟି କେସରେ ୯ କୋଟି ୧୭ ଲକ୍ଷ ଟଙ୍କାର ଦୁର୍ନୀତି ହୋଇଛି ।୨୦୨୩-୨୪ ବର୍ଷ ରେ ୩୪୦୨ ଟି କେସ ରେ ୩ କୋଟି ୮୦ ଲକ୍ଷ ୩୭ ହଜାର ଟଙ୍କାର ଦୁର୍ନୀତି ହୋଇଛି । ୨୦୨୪-୨୫ ବର୍ଷ ରେ ୨୦୩୮ ଟି କେସ ରେ ୧ କୋଟି ୮୬ ଲକ୍ଷ ୬୦ ହଜାର ଟଙ୍କାର ଦୁର୍ନୀତି ହୋଇଛି । ବିଧାନସଭାରେ ଲିଖିତ ଉତ୍ତର ରଖିଲେ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାୟକ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ