Masthead

ମାଟିରେ ମିଶିବ ୩୩୦ ଘର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଭୁବନେଶ୍ୱର ନିଳାଦ୍ରୀ ବିହାରରେ ବଡ ଉଚ୍ଛେଦ । ମାଟିରେ ମିଶିବ ୩୩୦ ଘର । ବିଏମସି ଓ ବିଡିଏର ମିଳିତ ସହଯୋଗରେ ଉଚ୍ଛେଦ । ଘଟଣାସ୍ଥଳରେ ୩ ପ୍ଲାଟୁନ ପୋଲିସ ମୁତୟନ । ନିଳାଦ୍ରୀ ବିହାରରେ ଥିବା ପ୍ରାୟ ୮୯୦ଘର ମଧ୍ୟରୁ ୩୩୦ଟି ଘର ଜବର ଦଖଲ ଉଚ୍ଛେଦ କରାଯିବା ପାଇଁ ହୋଇଛି ପ୍ରସ୍ତୁତି । ସରକାରଙ୍କ ପକ୍ଷରୁ ବୁଧବିହାର ଅଞ୍ଚଳରେ ଥିବା ହାଉସିଂ ପ୍ରୋଜେକ୍ଟରେ କେତେକ ଲୋକଙ୍କୁ ଘର ଯୋଗାଇ ଦିଆଯାଇଥିବା ବେଳେ ମଧ୍ୟ, ତଥାପି ନୀଳାଦ୍ରି ବିହାର ଅଞ୍ଚଳରେ ଥିବା ଟ୍ରାଂଜିଟ ହାଉସରେ ରହୁଥିବା ଲୋକେ ଏ ପର୍ଯ୍ୟନ୍ତ ଦୀର୍ଘ ଦିନ ହେବ ଘର ଛାଡୁ ନାହାନ୍ତି । ତେଣୁ ବାଧ୍ୟ ହୋଇ BMC ଓ BDA।।

ଚନ୍ଦ୍ରଶେଖରପୁର ଥାନା ପୁଲିସ ଉପସ୍ଥିତିରେ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ କରାଯିବ । ସେପଟେ ଘର ପାଇବା ପରେ ମଧ୍ୟ ଲୋକ ଘର ଖାଲି ନକରିବାକୁ ଜିଦିରେ ଅଡି ବସିଥିଲେ । ବାରମ୍ବାର ନୋଟିସ ଓ ଅନୁରୋଧ ପରେ ବି ଜାଗା ଖାଲି ନକରିବାରୁ ବିଏମସି ଓ ବିଡିଏ ବାଧ୍ୟ ହୋଇ କଡ଼ା ଆଭିମୁଖ୍ୟ ଗ୍ରହଣ କରି ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ କରିଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ