Masthead

ଓଡ଼ିଶାରେ ଅଛନ୍ତି ୧୨ ଜଣ ପାକିସ୍ତାନୀ!

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଓଡ଼ିଶାରେ ୧୨ ଜଣ ପାକିସ୍ତାନୀ ନାଗରିକ ରହିଛନ୍ତି। ଦୀର୍ଘକାଳୀନ ଭିସାରେ ଅଛନ୍ତି ୧୨ ଜଣ ପାକିସ୍ତାନୀ । କେନ୍ଦ୍ର ଗୃହ ମନ୍ତ୍ରାଳୟର ନିର୍ଦ୍ଦେଶ ପରେ ସରକାରଙ୍କ ପଦକ୍ଷେପ । ଭାରତ ଛାଡ଼ ନୋଟିସ ନେଇ ପ୍ରକ୍ରିୟା ଆରମ୍ଭ । ପହଲଗାମ ଆକ୍ରମଣ ପରେ ଭାରତରେ ବସବାସ କରୁଥିବା ପାକିସ୍ତାନୀ ମାନଙ୍କୁ ଭାରତ ଛାଡ଼ିବାକୁ ନିର୍ଦ୍ଦେଶ ଦେଇଛନ୍ତି ଭାରତ ସରକାର ।

ସେପଟେ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଫୋନ ଯୋଗେ ଆଲୋଚନା କରିଛନ୍ତି କେନ୍ଦ୍ରମନ୍ତ୍ରୀ । କେଉଁ ରାଜ୍ୟରେ କେତେ ସଂଖ୍ୟକ ପାକିସ୍ତାନୀ ବସବାସ କରୁଛନ୍ତି ସେନେଇ ସୂଚନା ଦେବାକୁ କେନ୍ଦ୍ର ଗୃହ ବିଭାଗ ପକ୍ଷରୁ ରାଜ୍ୟ ଗୁଡିକୁ ନିର୍ଦ୍ଦେଶ ଜାରି ହୋଇଛି । ପହଲଗାମ୍‌ ଆତଙ୍କବାଦୀ ଘଟଣା ପରେ ଓଡ଼ିଶାରେ ସମୁଦ୍ରତଟ ସୁରକ୍ଷା ନେଇ ସତର୍କ ରାଜ୍ୟ ସରକାର । ସମୁଦ୍ରତଟ ସୁରକ୍ଷା ପାଇଁ ସଜାଗ ଅଛନ୍ତି ମେରାଇନ୍ ପୋଲିସ ଓ କୋଷ୍ଟ ଗାର୍ଡ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା