Masthead

ଓଡ଼ିଶାରେ ଅଛନ୍ତି ୧୨ ଜଣ ପାକିସ୍ତାନୀ!

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଓଡ଼ିଶାରେ ୧୨ ଜଣ ପାକିସ୍ତାନୀ ନାଗରିକ ରହିଛନ୍ତି। ଦୀର୍ଘକାଳୀନ ଭିସାରେ ଅଛନ୍ତି ୧୨ ଜଣ ପାକିସ୍ତାନୀ । କେନ୍ଦ୍ର ଗୃହ ମନ୍ତ୍ରାଳୟର ନିର୍ଦ୍ଦେଶ ପରେ ସରକାରଙ୍କ ପଦକ୍ଷେପ । ଭାରତ ଛାଡ଼ ନୋଟିସ ନେଇ ପ୍ରକ୍ରିୟା ଆରମ୍ଭ । ପହଲଗାମ ଆକ୍ରମଣ ପରେ ଭାରତରେ ବସବାସ କରୁଥିବା ପାକିସ୍ତାନୀ ମାନଙ୍କୁ ଭାରତ ଛାଡ଼ିବାକୁ ନିର୍ଦ୍ଦେଶ ଦେଇଛନ୍ତି ଭାରତ ସରକାର ।

ସେପଟେ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଫୋନ ଯୋଗେ ଆଲୋଚନା କରିଛନ୍ତି କେନ୍ଦ୍ରମନ୍ତ୍ରୀ । କେଉଁ ରାଜ୍ୟରେ କେତେ ସଂଖ୍ୟକ ପାକିସ୍ତାନୀ ବସବାସ କରୁଛନ୍ତି ସେନେଇ ସୂଚନା ଦେବାକୁ କେନ୍ଦ୍ର ଗୃହ ବିଭାଗ ପକ୍ଷରୁ ରାଜ୍ୟ ଗୁଡିକୁ ନିର୍ଦ୍ଦେଶ ଜାରି ହୋଇଛି । ପହଲଗାମ୍‌ ଆତଙ୍କବାଦୀ ଘଟଣା ପରେ ଓଡ଼ିଶାରେ ସମୁଦ୍ରତଟ ସୁରକ୍ଷା ନେଇ ସତର୍କ ରାଜ୍ୟ ସରକାର । ସମୁଦ୍ରତଟ ସୁରକ୍ଷା ପାଇଁ ସଜାଗ ଅଛନ୍ତି ମେରାଇନ୍ ପୋଲିସ ଓ କୋଷ୍ଟ ଗାର୍ଡ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା