Masthead

କଟକ ସାଇବର ଥାନା ପୋଲିସର ବଡ଼ ସଫଳତା

କଟକ  (ବଡ଼ ଖବର ବ୍ୟୁରୋ): କଟକ ସାଇବର ଥାନା ପୋଲିସକୁ ମିଳିଛି ବଡ଼ ସଫଳତା । ପ୍ରି- ଆକ୍ଟିଭେଟେଡ୍ ସିମ ରାକେଟ ଠାବ କରିଛି ପୋଲିସ । ୮୦୦ ସିମ ଜବତ କରିଛି ସାଇବର ଥାନା ପୋଲିସ । ଏଥିରେ ଅଛି ୩୦୦ ପ୍ରି-ଆକ୍ଟିଭେଟେଡ୍ ସିମ । ରାକେଟର ୮ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି । ୭ ଅଭିଯୁକ୍ତ ପୁରୀର ଘରୋଇ ଟେଲିକମ୍ କମ୍ପାନୀ କର୍ମଚାରୀ ବୋଲି ସୂଚନା ଦେଇଛି ପୋଲିସ । ଅଭିଯୁକ୍ତଙ୍କ ଠାରୁ ୧୬ ମୋବାଇଲ ମଧ୍ୟ ଜବତ ହୋଇଛି । ରାକେଟର ବିଦେଶୀ ଲିଙ୍କ ଥିବା ସନ୍ଦେହ କରି ପୋଲିସ ତଦନ୍ତ ଜୋରଦାର କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା