Masthead

ଦିଗପହଣ୍ଡି ରାଜନୀତିରେ ବଡ଼ ଟ୍ୱିଷ୍ଟ, ବାଜି ମାରିଲେ ବିପିନ ପ୍ରଧାନଙ୍କ ଗୋଷ୍ଠୀ

ଗଞ୍ଜାମ (ବଡ଼ ଖବର ବ୍ୟୁରୋ): ଦିଗପହଣ୍ଡି ରାଜନୀତିରେ ବଡ଼ ଟ୍ୱିଷ୍ଟ ।  ବ୍ଲକ୍ ଅଧ୍ୟକ୍ଷ ନିର୍ବାଚନରେ ହାରିଗଲେ ସୂର୍ଯ୍ୟ ପାତ୍ରଙ୍କ ପୁଅ ଗୋଷ୍ଠୀ । ଜିତିଲେ ବିଜେଡିରୁ ବିଦା ହୋଇଥିବା ବିପିନଙ୍କ ସମର୍ଥକ । ବିପିନ ପ୍ରଧାନ ଗୋଷ୍ଠୀର ଯମୁନା ନାୟକ ନିର୍ବାଚିତ । ଯାହାକୁ ନେଇ ବିପିନ ପ୍ରଧାନ ଗୋଷ୍ଠୀଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି ।

ବିପିନ ପ୍ରଧାନ ଗୋଷ୍ଠୀର ସମର୍ଥକ ରାଲି କରି ଶକ୍ତି ପ୍ରଦର୍ଶନ କରିଛନ୍ତି । ନାମାଙ୍କନ ଦାଖଲ ପାଇଁ ବିପ୍ଳବ ପାତ୍ର ଗୋଷ୍ଠୀ ଆସିଲେନି । ତେଣୁ ଯମୁନା ନାୟକ ବିନା ପ୍ରତିଦ୍ୱନ୍ଦ୍ୱିତାରେ ନିର୍ବାଚିତ ହୋଇଛନ୍ତି । ଗତ ମାସ ୩୦ରେ ହେବାକୁ ଥିବା ନିର୍ବାଚନ ଶେଷ ମୁର୍ହୂତ୍ତ ରେ ହୋଇଥିଲା ବାତିଲ। ଅପ୍ରୀତିକର ପରିସ୍ଥିତିକୁ ନେଇ ହୋଇଥିଲା ନିର୍ବାଚନ ବାତିଲ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପାର୍ବଣ ପୂର୍ବରୁ ବ୍ରହ୍ମପୁର ନିମଖଣ୍ଡିରେ ଚାଞ୍ଚଲ୍ୟ 🔴 ତେଲ ଟ୍ୟାଙ୍କରରେ ଗୋରୁ ଚାଲାଣ, ମାଡ଼ି ବସିଲା ପୋଲିସ 🔴 ଆସୁଛି ଲଘୁଚାପ, ବଦଳିପାରେ ପାଗ 🔴 ଏସୀୟ କ୍ରୀଡ଼ା; ସ୍ୱର୍ଣ୍ଣ ପଦକ ପାଇଁ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ 🔴 ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର 🔴 ୧୩ରେ ଲଘୁଚାପ, ୧୫ରେ ଅବପାତ ସମ୍ଭାବନା 🔴 ପାର୍ବଣ ଆରମ୍ଭରୁ ମହଙ୍ଗା ମାଡ଼; ବଢ଼ିଲା କମର୍ସିଆଲ LPG ସିଲିଣ୍ଡରର ଦର 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା 🔴 ପାର୍ବଣ ପୂର୍ବରୁ ବ୍ରହ୍ମପୁର ନିମଖଣ୍ଡିରେ ଚାଞ୍ଚଲ୍ୟ 🔴 ତେଲ ଟ୍ୟାଙ୍କରରେ ଗୋରୁ ଚାଲାଣ, ମାଡ଼ି ବସିଲା ପୋଲିସ 🔴 ଆସୁଛି ଲଘୁଚାପ, ବଦଳିପାରେ ପାଗ 🔴 ଏସୀୟ କ୍ରୀଡ଼ା; ସ୍ୱର୍ଣ୍ଣ ପଦକ ପାଇଁ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ 🔴 ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର 🔴 ୧୩ରେ ଲଘୁଚାପ, ୧୫ରେ ଅବପାତ ସମ୍ଭାବନା 🔴 ପାର୍ବଣ ଆରମ୍ଭରୁ ମହଙ୍ଗା ମାଡ଼; ବଢ଼ିଲା କମର୍ସିଆଲ LPG ସିଲିଣ୍ଡରର ଦର 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା