Masthead

ବିହାର ରାଜନୀତି; ରାତାରାତି ୭୯ IPS, ୪୫ BASଙ୍କ ବଦଳି

ବିହାର(ବଡ଼ ଖବର ବ୍ୟୁରୋ): ବିହାର ରାଜନୀତିରେ ଘଡିକେ ଛୁଟୁଛି ଘୋଡ଼ା । ରାଜ୍ୟ ରାଜନୀତିରେ ଚାଲିଥିବା ହଟଚମଟ ଭିତରେ ଶୁକ୍ରବାର ପ୍ରଶାସନିକ ସ୍ତରରେ ବଡ଼ ଧରଣର ଅଦଳବଦଳ ହୋଇଛି । ରାତାରାତି ୭୯ ଆଇପିଏସ, ୪୫ ବିଏଏସଙ୍କ ବଦଳି ହୋଇଛି । ନୀତିଶ ସରକାର ଶୁକ୍ରବାର ରାଜ୍ୟରେ ମୋଟ ୨୨ ଜଣ ଆଇଏଏସ, ୭୯ ଆଇପିଏସ ଅଧିକାରୀ ଏବଂ ୪୫ ଜଣ ବିହାର ପ୍ରଶାସନିକ ସେବା(ବିଏଏସ) ଅଧିକାରୀଙ୍କୁ ବଦଳି କରିଛନ୍ତି । ମୁଖ୍ୟମନ୍ତ୍ରୀ ନୀତିଶ କୁମାର ଆରଜେଡି ସହ ମହାଗଠନବନ୍ଧନ ମେଣ୍ଟ ଭାଙ୍ଗି ବିଜେପିକୁ ଫେରିବା ସମ୍ଭାବନା ମଧ୍ୟରେ ଏଭଳି ବଡ଼ ଅଦଳବଦଳ ହୋଇଛି । ଯାହାକି ବର୍ତ୍ତମାନ ସମୟରେ ନୀତିଶଙ୍କ ଦଳବଦଳ ଚର୍ଚ୍ଚାକୁ ଆହୁରି ମଜବୁତ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ