Masthead

ଆଜି ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇପାରନ୍ତି ନୀତୀଶ କୁମାର

ବିହାର (ବଡ଼ ଖବର ବ୍ୟୁରୋ): ବିହାର ରାଜନୀତିରେ ହଇଚଇ । ଇଣ୍ଡିଆ ମେଣ୍ଟ ଛାଡି ଏନଡିଏରେ ମିଶିପାରନ୍ତି ନୀତୀଶ । ଦ୍ରୁତ ଗତିରେ ବଦଳୁଥିବା ବିହାର ରାଜନନୈତିକ ସମିକରଣ ମଧ୍ୟରେ ଆସନ୍ତାକାଲି ଅର୍ଥାତ୍‌ ରବିବାର ଅପରାହ୍ନ ୩ ଟାରେ ବିଜେପି- ଜେଡିୟୁର ନୂତନ ମିଳିତ ସରକାର ଶପଥ ଗ୍ରହଣ କରିବେ। ସୂଚନାଅନୁଯାୟୀ ବିଜେପି-ଜେଡିୟୁ ମଧ୍ୟରେ ଚୁକ୍ତିନାମାର ସମୀକରଣ ଚୂଡାନ୍ତ ହୋଇଛି।

ଏହି ଅନୁଯାୟୀ ନୀତୀଶ କୁମାର ବିହାର ମୁଖ୍ୟମନ୍ତ୍ରୀ ରହିବେ ଓ ବିଜେପି ଦୁଇଜଣ ଉପ-ମୁଖ୍ୟମନ୍ତ୍ରୀ ରହିବେ। ଏହା ବ୍ୟତୀତ ବାଚସ୍ପତି ମଧ୍ୟ ବିଜେପିରୁ ଆସିବେ। ବିହାରରେ ଚାଲିଥିବା ରାଜନୈତିକ ଅସ୍ଥିରତା ମଧ୍ୟରେ ନୀତୀଶ କୁମାର ଆଜି ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇପାରନ୍ତି। ସନ୍ଧ୍ୟା ୭ ଟାରେ ରାଜ୍ୟପାଳଙ୍କୁ ଭେଟି ତାଙ୍କ ଇସ୍ତଫାପତ୍ର ଦାଖଲ କରିପାରନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା