Masthead

ବିହାରରେ ସିଟ ଭାଗବଣ୍ଟା

ବିହାର(ବଡ଼ ଖବର ବ୍ୟୁରୋ):  ଲୋକସଭା ନିର୍ବାଚନ ପାଇଁ ବିହାରରେ ଆସନ ପାଇଁ ଏନଡିଏ ସହିତ ବୁଝାମଣା ହୋଇଯାଇଛି । ଚୁକ୍ତିନାମା ଅନୁଯାୟୀ ବିହାରର ୪୦ଟି ଲୋକସଭା ଆସନ ମଧ୍ୟରୁ ଭାଜପାକୁ ସର୍ବାଧିକ ୧୭ ଆସନରେ ପ୍ରତିଦ୍ୱନ୍ଦ୍ୱିତା କରିବ। ସେହିପରି ନୀତୀଶ କୁମାରଙ୍କ ଦଳ ଜନତା ଦଳ ୟୁନାଇଟେଡ(ଜେଡିୟୁ) ୧୬ଟି ଆସନରେ ନିର୍ବାଚନ ଲଢିବ।

 

ଏପରିକି ଚିରାଗ ପାଶୱାନଙ୍କ ଏଲ୍‌ଜେପି ୫ଟି ଆସନରେ ପ୍ରତିଦ୍ୱନ୍ଦ୍ୱିତା କରିବ ବୋଲି ଚୂଡ଼ାନ୍ତ ହୋଇଛି। ଜିତନ ରାମ ମାଞ୍ଝିଙ୍କ ଦଳ ଗୋଟିଏ ଆସନରେ ନିର୍ବାଚନ ଲଢିବ। ଉପେନ୍ଦ୍ର କୁଶୱାଙ୍କ ପାର୍ଟି ରାଷ୍ଟ୍ରୀୟ ଲୋକ ମୋର୍ଚ୍ଚାଙ୍କୁ ଗୋଟିଏ ଆସନ ଦିଆଯାଇଛି। ପୂର୍ବ ବିଧାନସଭା ନିର୍ବାଚନରେ ଏକକ ସଂଖ୍ୟା ଗରିଷ୍ଠତା ପାଇନଥିବା ନୀତିଶ କୁମାର ବିଜେପି ସମର୍ଥମରେ ରାଜ୍ୟରେ ସରକାର ଗଠନ କରିବା ସହ ମୁଖ୍ୟମନ୍ତ୍ରୀ ମଧ୍ୟ ହୋଇଥିଲେ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା