Masthead

ବିହାରରେ ୧୦୦୦ କେନ୍ଦ୍ରୀୟ ଫୋର୍ସ ମୁତୟନ

ବିହାର(ବଡ଼ ଖବର ବ୍ୟୁରୋ): ବିହାର ସ୍ଥିତି ଅସମ୍ଭାଳ । ୧୦୦୦ କେନ୍ଦ୍ରୀୟ ଫୋର୍ସ ମୁତୟନ କରାଯାଇଛି । ଏବେ ପର୍ଯ୍ୟନ୍ତ ୧୨୫ ଜଣ ଗିରଫ ହୋଇଛନ୍ତି । ବିହାରର ସାସାରାମ , ନାଳନ୍ଦା ଓ ରୋହତାସ ଜିଲ୍ଲାରେ ସାମ୍ପ୍ରଦାୟିକ ହିଂସା ଉଗ୍ର ରୂପ ନେଉଛି । ରାମ ନବମୀ ହିଂସା ପରଠାରୁ ସାସାରାମ ଓ ବିହାରଶରିଫ ସହରରେ ୧୪୪ ଧାରା ଜାରି କରାଯାଇଛି । ମାମଲାରେ ବିହାରଶରିଫ ଓ ନାଳନ୍ଦାରୁ ୧୨୫ ଜଣଙ୍କୁ ଗିରଫ କରାଯାଇଛି । ସ୍ଥିତି ଏବେ ବି ଉତ୍ତେଜନାପୂର୍ଣ୍ଣ ରହିଛି ।

ସ୍ଥିତି ଅସମ୍ଭାଳ ହେବା ଆଶଙ୍କାରେ ସିଆରପିଏଫ, ଏସଏସବି, ଆଇଟିବିପିୁ ଓ ସିଏପିଏଫର ପ୍ରାୟ ୧ହଜାର ଯବାନଙ୍କୁ ମୁତୟନ କରାଯାଇଛି । ମୁଖ୍ୟମନ୍ତ୍ରୀ ନୀତିଶ କୁମାର ଉଚ୍ଚସ୍ତରୀୟ ବୈଠକ ଡାକି ପୋଲିସ ଅଧିକାରୀମାନଙ୍କୁ ଆଲର୍ଟ ରହିବାକୁ ନିଦେ୍ର୍ଦଶ ଦେଇଛନ୍ତି । ମୃତକଙ୍କ ପରିବାରକୁ ୫ଲକ୍ଷର ଅନୁଗ୍ରହ ରାଶି ଦିଆଯିବା ନେଇ ଘୋଷଣା କରାଯାଇଛି । ୨ ସହରରେ ହିଂସାକାଣ୍ଡ ବଢୁଥିବାରୁ ଏପ୍ରିଲ ୪ ପର୍ଯ୍ୟନ୍ତ ସ୍କୁଲ, କଲେଜ, ସରକାରୀ ବେସରକାରୀ ଅଫିସ ବନ୍ଦ ରଖାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ