Masthead

ବିହାରରେ ନୀତୀଶ କୁମାରଙ୍କ ବିନା କିଛି ଫର୍ମୁଲା କାମ ଦେବ ନାହିଁ: ବିଜୟ ଚୌଧୁରୀ

ନୂଆଦିଲ୍ଳୀ (ବଡ଼ ଖବର ବ୍ୟୁରୋ): ଅମିତ ଶାହାଙ୍କୁ ପାଲଟା ଜବାବ ଦେଲା ଜେଡିୟୁ । ଶାହା ଜେଡିୟୁ ଉପରେ ଯେଉଁ ଅଭିଯୋଗ ଆଣିଥିଲେ ଏବେ ଏହାର ପାଲଟା ଜବାବ ଦେଇଛି ଜେଡିୟୁ। ବିହାର ଅର୍ଥମନ୍ତ୍ରୀ ବିଜୟ ଚୌଧୁରୀ ସାମ୍ବାଦକ ସମ୍ମିଳନୀ ଜରିଆରେ ଶାହାଙ୍କୁ ଟାର୍ଗେଟ କରିଛନ୍ତି। ସେ ପ୍ରଶ୍ନ କରିଛନ୍ତି ଯେ ଜେଡିୟୁ ସହ ମେଣ୍ଟ କରିବା ପାଇଁ ଅମିତ ଶାହାଙ୍କ ପାଖକୁ କିଏ କ’ଣ ଆବେଦନ ପତ୍ର ନେଇ ଯାଇଥିଲେ। ଜେଡିୟୁ ସହ ମେଣ୍ଟ ହେବ ନାହିଁ, ଜେଡିୟୁ ପାଇଁ ଦ୍ୱାର ବନ୍ଦ। ଶାହା ଏଭଳି ବାରମ୍ବାର କହିବା ଦ୍ୱାରା ସ୍ପଷ୍ଟ ହେଉଛି ଯେ, ବିହାରରେ ନୀତୀଶ କୁମାରଙ୍କ ବିନା କିଛି ଫର୍ମୁଲା କାମ ଦେବ ନାହିଁ।

ବିହାରରେ ଦଙ୍ଗା କରିବାକୁ ଚେଷ୍ଟା କରାଯାଇଥିଲା ହେଲେ ଏହାକୁ ରୋକି ଦିଆଗଲା। ମନ୍ତ୍ରୀ ବିଜୟ କହିଛନ୍ତି, ବିହାରକୁ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଶାହା ଆସିଥିଲେ। ଯଦି ମାନବିକତା ଥାଆନ୍ତା ତେବେ ଶାନ୍ତି ପାଇଁ ଅପିଲ କରିଥାଆନ୍ତେ। ଥରୁଟିଏ ବି ସେ ଏହା କହି ନାହାନ୍ତି। ବିହାରରେ ଦଙ୍ଗା ହୋଇପାରିଲା ନାହିଁ, କାରଣ ବିହାର ସରକାରଙ୍କ ଜିରୋ ଟଲରାନ୍ସ ନୀତି ରହିଛି। ବିହାର ନୀତୀଶ ମଡେଲରେ ଚାଲୁଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ