Masthead

ଚାଲିଗଲେ ବିଜୟଶ୍ରୀ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ପୂର୍ବତନ ମନ୍ତ୍ରୀ ତଥା ବିଜେଡିର ବରିଷ୍ଠ ନେତା ବିଜୟଶ୍ରୀ ରାଉତରାୟଙ୍କ ପରଲୋକ। ୬୮ ବର୍ଷ ବୟସରେ ତାଙ୍କର ମୃତ୍ୟୁ ହୋଇଛି। କରୋନାରେ ସଂକ୍ରମିତ ହେବାପରେ ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ।

ତେବେ ଚିକିତ୍ସାଧୀନ ଅବସ୍ଥାରେ ସେ ଆଜି ଶେଷ ନିଃଶ୍ଵାସ ତ୍ୟାଗ କରିଛନ୍ତି। ବାସୁଦେବପୁର ଆସନରୁ କ୍ରମାଗତ ୬ ଥର ନିର୍ବାଚିତ ହୋଇଥିଲେ । ୨ଥର ଜନତା ଦଳ ଓ ୪ଥର ବିଜେଡ଼ିରୁ ଜିତିଥିଲେ ନିର୍ବାଚନ । ୧୯୯୦ରେ ପ୍ରଥମଥର ବିଧାନସଭାକୁ ନିର୍ବାଚିତ ହୋଇଯାଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ