Masthead

ଚାଲିଗଲେ ବିଜୟଶ୍ରୀ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ପୂର୍ବତନ ମନ୍ତ୍ରୀ ତଥା ବିଜେଡିର ବରିଷ୍ଠ ନେତା ବିଜୟଶ୍ରୀ ରାଉତରାୟଙ୍କ ପରଲୋକ। ୬୮ ବର୍ଷ ବୟସରେ ତାଙ୍କର ମୃତ୍ୟୁ ହୋଇଛି। କରୋନାରେ ସଂକ୍ରମିତ ହେବାପରେ ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ।

ତେବେ ଚିକିତ୍ସାଧୀନ ଅବସ୍ଥାରେ ସେ ଆଜି ଶେଷ ନିଃଶ୍ଵାସ ତ୍ୟାଗ କରିଛନ୍ତି। ବାସୁଦେବପୁର ଆସନରୁ କ୍ରମାଗତ ୬ ଥର ନିର୍ବାଚିତ ହୋଇଥିଲେ । ୨ଥର ଜନତା ଦଳ ଓ ୪ଥର ବିଜେଡ଼ିରୁ ଜିତିଥିଲେ ନିର୍ବାଚନ । ୧୯୯୦ରେ ପ୍ରଥମଥର ବିଧାନସଭାକୁ ନିର୍ବାଚିତ ହୋଇଯାଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’