Masthead

କଂଗ୍ରେସ ଛାଡିଲେ ବିଜୟ କୁମାର ଗମାଙ୍ଗ

ଗୁଣୁପୁର (ବଡ଼ ଖବର ବ୍ୟୁରୋ): ହାତ ଛାଡିଲେ ବିଜୟ କୁମାର ଗମାଙ୍ଗ । ବରିଷ୍ଠ କଂଗ୍ରେସ ନେତା ତଥା ରାୟଗଡା ଜିଲ୍ଲା କଂଗ୍ରେସ ସଭାପତି ବିଜୟ କୁମାର ଗମାଙ୍ଗ କଂଗ୍ରେସ ଛାଡିଛନ୍ତି । ସେ ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି । ଦଳ ବିରୋଧୀ କାର୍ଯ୍ୟ ପାଇଁ ଗତ କାଲି ଶୃଙ୍ଖଳା କମିଟି ଅଧ୍ୟକ୍ଷ ସନ୍ତୋଷ ସିଂ ସାଲୁଜା କୈଫିୟତ ତଲବ କରିଥିଲେ । ପ୍ରଦେଶ କଂଗ୍ରେସ କମିଟିକୁ ନିଜର ଇସ୍ତଫା ପତ୍ର ପ୍ରଦାନ କରିଥିବା ସାମ୍ବାଦିକ ସମ୍ମିଳନୀ ମାଧ୍ୟମରେ ସୂଚନା ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା