Masthead

କଂଗ୍ରେସର ପ୍ରଚାର କମିଟି ଅଧ୍ୟକ୍ଷ ହେଲେ ବିଜୟ ପଟ୍ଟନାୟକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଜୟ ପଟ୍ଟନାୟକଙ୍କୁ ମିଳିଲା ଗୁରୁଦାୟିତ୍ୱ । କଂଗ୍ରେସର ପ୍ରଚାର କମିଟି ଅଧ୍ୟକ୍ଷ ହେଲେ ବିଜୟ ପଟ୍ଟନାୟକ । ଏଆଇସିସି ସଭାପତିଙ୍କ ଅନୁମୋଦନ କ୍ରମେ ବିଜୟଙ୍କ ନାଁରେ ବାଜିଲା ମୋହର ମରାଯାଇଛି । ସେହିଭଳି ରାଜ୍ୟ କଂଗ୍ରେସର ରାଜନୈତିକ ବ୍ୟାପାର କମିଟିକୁ ଏଆଇସିସିର ଅନୁମୋଦନ ମିଳିଛି । କମିଟିରେ ରାଜ୍ୟ ପ୍ରଭାରୀ ଚେଲ୍ଲା କୁମାର ଓ ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ସହ ରହିଛନ୍ତି ୨୭ ଜଣ ନେତା ।

ଦଳର ବରିଷ୍ଠ ନେତାଙ୍କୁ ଏହି କମିଟିରେ ସ୍ଥାନ ଦିଆଯାଇଛି । ସେହିଭଳି ଛାତ୍ର କଂଗ୍ରେସର ସଭାପତି, ଯୁବ କଂଗ୍ରେସ ସଭାପତି ଓ ସେବା ଦଳର ସଭାପତିଙ୍କ ସହ ୫ ଜଣଙ୍କୁ ନିମନ୍ତ୍ରିତ ଅତିଥି ଭାବେ କମିଟିରେ ସ୍ଥାନ ମିଳିଛି । ତାଲିକାରେ ବିଧାୟକ ନରସିଂହ ମିଶ୍ର, ସନ୍ତୋଷ ସିଂ ସାଲୁଜା, ତାରାବାହିନୀ ପତି, ନିରଞ୍ଜନ ପଟ୍ଟନାୟକ, ଜୟଦେବ ଜେନା, ଭକ୍ତ ଦାସଙ୍କ ନାଁ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୋକାନ ଭିତରେ ଜଳିଗଲେ ପରିବା ଦୋକାନୀ 🔴 ପରଲୋକରେ କୋରେଇର ପୂର୍ବତନ ବିଧାୟକା ସଞ୍ଚିତା ମହାନ୍ତି 🔴 ଜେଇଙ୍କ ଘରେ ଭିଜିଲାନ୍ସ ରେଡ୍‌ 🔴 ନାବାଳିକା ଦୁଷ୍କର୍ମ ଘଟଣା, ୬ଘଣ୍ଟିଆ ଚାନ୍ଦବାଲି ବନ୍ଦ 🔴 ରାଜ୍ୟରେ ଘନ କୁହୁଡ଼ି, ଯାତାୟାତ ବାଧାପ୍ରାପ୍ତ 🔴 ଧରାପୃଷ୍ଠରେ ଅବତରଣ କଲେ ପ୍ରଭୁ ଯୀଶୁଖ୍ରୀଷ୍ଟ 🔴 ବଡ଼ଦିନରୁ ଆହୁରି ଥରିବ ପୂରା ଓଡ଼ିଶା 🔴 ଆଜି ମୁଖ୍ୟମନ୍ତ୍ରୀଙ୍କ ଖରିଫ ଧାନ ସଂଗ୍ରହ ସମୀକ୍ଷା 🔴 କମୁଛି ପାରଦ, ଜାଡ଼ରେ ଥରୁଛି ଓଡ଼ିଶା 🔴 ରକ୍ତ ରଞ୍ଜିତ ହେଲା ଶୁଲିଆ ପୀଠ 🔴 ଦୋକାନ ଭିତରେ ଜଳିଗଲେ ପରିବା ଦୋକାନୀ 🔴 ପରଲୋକରେ କୋରେଇର ପୂର୍ବତନ ବିଧାୟକା ସଞ୍ଚିତା ମହାନ୍ତି 🔴 ଜେଇଙ୍କ ଘରେ ଭିଜିଲାନ୍ସ ରେଡ୍‌ 🔴 ନାବାଳିକା ଦୁଷ୍କର୍ମ ଘଟଣା, ୬ଘଣ୍ଟିଆ ଚାନ୍ଦବାଲି ବନ୍ଦ 🔴 ରାଜ୍ୟରେ ଘନ କୁହୁଡ଼ି, ଯାତାୟାତ ବାଧାପ୍ରାପ୍ତ 🔴 ଧରାପୃଷ୍ଠରେ ଅବତରଣ କଲେ ପ୍ରଭୁ ଯୀଶୁଖ୍ରୀଷ୍ଟ 🔴 ବଡ଼ଦିନରୁ ଆହୁରି ଥରିବ ପୂରା ଓଡ଼ିଶା 🔴 ଆଜି ମୁଖ୍ୟମନ୍ତ୍ରୀଙ୍କ ଖରିଫ ଧାନ ସଂଗ୍ରହ ସମୀକ୍ଷା 🔴 କମୁଛି ପାରଦ, ଜାଡ଼ରେ ଥରୁଛି ଓଡ଼ିଶା 🔴 ରକ୍ତ ରଞ୍ଜିତ ହେଲା ଶୁଲିଆ ପୀଠ