Masthead

ଭୁଶୁଡିଲା ବିଜୁ ସେତୁ, ଜଣେ ମୃତ ୩ ଗୁରୁତର

ଉମରକୋଟ(ବଡ଼ ଖବର ବ୍ୟୁରୋ): ନବରଙ୍ଗପୁର ଉମରକୋଟ ନିକଟସ୍ଥ ତାଳା ପଦରରେ ବିଜୁ ସେତୁ ଭୁଶୁଡି ଜଣେ ଶ୍ରମିକଙ୍କ ମୃତ୍ୟୁ ହୋଇଛି । ୭ ଜଣ ଆହାତ ହୋଇଥିବା ବେଳେ ୩ ଜଣ ଗୁରୁତର ଅଛନ୍ତି । ମୃତକ ଜଣକ ହେଉଛନ୍ତି ନବରଙ୍ଗପୁର ଜିଲ୍ଲା ରାଇଘର ବ୍ଳକର ମହେନ୍ଦ୍ର ମାଳୀ ବୋଲି ଜଣାପଡ଼ିଛି ।ପୋଲ କାର୍ଯ୍ୟ ଚାଲୁଥିବା ସମୟରେ ସ୍ଲାପ ଭୁଶୁଡ଼ି ପଡିଥିଲା । ଏହି ପୋଲ ଉମରକୋଟ ବ୍ଲକ ବଡକୁମାରି ପଂଚାୟତ ର ତାଲାପଦର ଗ୍ରାମ ନିକଟରେ ଦୀର୍ଘ ଚାରି ବର୍ଷ ହେଲା ନିର୍ମାଣ ଚାଲିଥିଲା । ସମସ୍ତ ଆହତ ଓ ଗୁରୁତରଙ୍କୁ ଉମରକୋଟ ଡାକ୍ତରଖାନାରେ ଭର୍ତି କରାଯାଇଛି । ।ଆହତ ସମସ୍ତେ ପୁରୀ ଜିଲ୍ଲା ର ବୋଲି ଜଣା ପଡ଼ିଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ