Masthead

ଦେବଗଡ଼ରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ଶୁଭାରମ୍ଭ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଦେବଗଡ଼ରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥିସହିତ ପ୍ରାୟ ୭୦୦ କୋଟି ଟଙ୍କାର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ । ଶନିବାର ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଯୋଡ଼ି ହୋଇ, ରାଜ୍ୟ ସରକାର ଶିକ୍ଷା, ସ୍ୱାସ୍ଥ୍ୟ, ରାସ୍ତା ଓ ବିଜୁଳି ଆଦି ଭିତ୍ତିଭୂମି ବିକାଶ ଉପରେ ଗୁରୁତ୍ୱ ଦେଉଥିବା କହିଛନ୍ତି ।

ଏଥିସହିତ ୫-ଟି ଅଧିନରେ ରାଜ୍ୟରେ ସମସ୍ତ ସ୍କୁଲର ରୂପାନ୍ତର କାର୍ଯ୍ୟ ଚାଲୁଥିବାବେଳେ ଦେବଗଡ଼ ଜିଲ୍ଲାର ମଧ୍ୟ ସମସ୍ତ ସରକାରୀ ସ୍କୁଲର ରୂପାନ୍ତର କାର୍ଯ୍ୟ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ମେଗା ପାଇପ ଲାଇନ୍ ପ୍ରକଳ୍ପ,୩୦୦ ବେଡ୍ ହସ୍ପିଟାଲ ପାଇଁ ମଧ୍ୟ ଶିଳାନ୍ୟାସ କରିଥିବା ବେଳେ ଠିକ୍ ସମୟରେ ସାରିବା ପାଇଁ ନିର୍ଦ୍ଦେଶ ଦେଇଥିବା କହିଛନ୍ତି ମୁଖ୍ୟମନ୍ତ୍ରୀ । ବିଏସକେଓ୍ୱାଇ ଯୋଜନା ସମ୍ପର୍କରେ ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ରାଜ୍ୟରେ ଏଯାବତ୍ ମୋଟ ୧୦ ଲକ୍ଷ ପରିବାର ବିଏସକେଓ୍ୱାଇ କାର୍ଡ ପାଇସାରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ