Masthead

ଦେବଗଡ଼ରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ଶୁଭାରମ୍ଭ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଦେବଗଡ଼ରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥିସହିତ ପ୍ରାୟ ୭୦୦ କୋଟି ଟଙ୍କାର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ । ଶନିବାର ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଯୋଡ଼ି ହୋଇ, ରାଜ୍ୟ ସରକାର ଶିକ୍ଷା, ସ୍ୱାସ୍ଥ୍ୟ, ରାସ୍ତା ଓ ବିଜୁଳି ଆଦି ଭିତ୍ତିଭୂମି ବିକାଶ ଉପରେ ଗୁରୁତ୍ୱ ଦେଉଥିବା କହିଛନ୍ତି ।

ଏଥିସହିତ ୫-ଟି ଅଧିନରେ ରାଜ୍ୟରେ ସମସ୍ତ ସ୍କୁଲର ରୂପାନ୍ତର କାର୍ଯ୍ୟ ଚାଲୁଥିବାବେଳେ ଦେବଗଡ଼ ଜିଲ୍ଲାର ମଧ୍ୟ ସମସ୍ତ ସରକାରୀ ସ୍କୁଲର ରୂପାନ୍ତର କାର୍ଯ୍ୟ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ମେଗା ପାଇପ ଲାଇନ୍ ପ୍ରକଳ୍ପ,୩୦୦ ବେଡ୍ ହସ୍ପିଟାଲ ପାଇଁ ମଧ୍ୟ ଶିଳାନ୍ୟାସ କରିଥିବା ବେଳେ ଠିକ୍ ସମୟରେ ସାରିବା ପାଇଁ ନିର୍ଦ୍ଦେଶ ଦେଇଥିବା କହିଛନ୍ତି ମୁଖ୍ୟମନ୍ତ୍ରୀ । ବିଏସକେଓ୍ୱାଇ ଯୋଜନା ସମ୍ପର୍କରେ ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ରାଜ୍ୟରେ ଏଯାବତ୍ ମୋଟ ୧୦ ଲକ୍ଷ ପରିବାର ବିଏସକେଓ୍ୱାଇ କାର୍ଡ ପାଇସାରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା