Masthead

ବିଜୁ ଜନତା ଦଳର କର୍ମୀ ସମ୍ମିଳନୀ, ଯୋଗ ଦେଲେ ଭଦ୍ରକ ଜିଲ୍ଲା ପର୍ଯ୍ୟବେକ୍ଷକ

ଚାନ୍ଦବାଲି (ବଡ଼ ଖବର ବ୍ୟୁରୋ): ଚାନ୍ଦବାଲିରେ ବିଜୁ ଜନତା ଦଳର କର୍ମୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଏହି ସମ୍ମିଳନୀରେ ଭଦ୍ରକ ଜିଲାର ପର୍ୟ୍ୟବେକ୍ଷକ ସଞ୍ଜୟ ଦାସବର୍ମା ଯୋଗ ଦେଇଥିଲେ । ଦୀର୍ଘ କୋଡିଏ କି.ମି. ଦୂରରୁ ତାଙ୍କୁ ପାଛୋଟି ନେଲେଥିଲେ ଶହଶହ କର୍ମୀ ଓ ନେତା । ଚାନ୍ଦବାଲି ବିଜୁ ଜନତା ଦଳର ଭଦ୍ରକ ଜିଲାର ପର୍ୟ୍ୟବେକ୍ଷକ ଭାବେ ସଂଜୟ ଦାସବର୍ମା ଦାୟିତ୍ୱ ଗ୍ରହଣ ପରେ ଏକ କର୍ମୀ ସମ୍ମିଳନୀରେ ଯୋଗ ଦେବା ପାଇଁ ଚାନ୍ଦବାଲି ଗସ୍ତ କରିଛନ୍ତି । ଏହି କର୍ମୀ ସମ୍ମିଳନୀରେ ଚାନ୍ଦବାଲିର ଶହଶହ କର୍ମୀଙ୍କ ସହିତ ବହୁ ଛାମୁଆ ନେତା ମଧ୍ୟ ଉପସ୍ଥିତ ଥିଲେ । ଏହି ଗସ୍ତକୁ ନେଇ ଜିଲାର ବିଭିନ୍ନ ଅଞ୍ଚଳର ବିଜେଡି ଦଳ ପକ୍ଷରୁ ବହୁ ଉତ୍ସାହ ଦେଖିବାକୁ ମିଳିଥିଲା । ଦୀର୍ଘ କୋଡିଏ କିଲୋମିଟର ଦୂରରୁ ଏକ ବିଶାଳ ବାଇକ ରାଲିରେ ତାଙ୍କୁ ପାଛୋଟି ଆଣିବା ସହିତ ବିଭିନ୍ନ ଛକମାନଙ୍କରେ ପୁଷ୍ପଗୁଛ ଉତରୀୟ ଦିଆଯାଇ ସ୍ବାଗତ କରାଯାଇଥିଲା। କର୍ମୀ ସମ୍ମିଳନୀରେ ଆଗାମୀ ନିର୍ବାଚନରେ କିଭଳି ବିଜେଡି ବାଜି ମରିବ ସେ ବାବଦରେ କର୍ମୀମାନଙ୍କୁ ଗୁରୁମନ୍ତ୍ର ଦେଇଥିଲେ ପର୍ୟ୍ୟବେକ୍ଷକ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ