Masthead

ବନ୍ଦ ହେଲା ବିଜୁ ଯୁବ ବାହିନୀ !

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବନ୍ଦ ହେଲା ବିଜୁ ଯୁବ ବାହିନୀ । ବିଜୁ ଯୁବ ବାହିନୀ ବନ୍ଦ ନେଇ ମନ୍ତ୍ରୀ ତୁଷାରକାନ୍ତି ବେହେରାଙ୍କ ସୂଚନାଦେଇଛନ୍ତି । ବିଧାନସଭାରେ ଉତ୍ତର ରଖି ବିଜୁ ଯୁବ ବାହିନୀ ବନ୍ଦ ହୋଇଥିବା କହିଛନ୍ତି । ଚଳିତ ଆର୍ଥିକ ବର୍ଷ ପାଇଁ ବଜେଟରେ କୌଣସି ଅର୍ଥ ବ୍ୟବସ୍ଥା ନାହିଁ ।

ବର୍ତ୍ତମାନ କାର୍ଯ୍ୟକ୍ଷମ ହେବନି ବିଜୁ ଯୁବ ବାହିନୀ । ରାଜ୍ୟରେ କୌଣସି ଅଞ୍ଚଳରେ ଲୋକଙ୍କ ସ୍ୱାର୍ଥରକ୍ଷା ପାଇଁ କାର୍ଯ୍ୟ କରୁନି ବାହିନୀ । ତେଣୁ ଏହାକୁ ବନ୍ଦ କରିବାକୁ ନିଷ୍ପତି ନେଲେ ସରକାର । ବଜେଟ୍ରେ ଅର୍ଥ ବ୍ୟବସ୍ଥା ନଥିବାରୁ ଖର୍ଚ୍ଚର କୌଣସି ଅବକାଶ ନାହିଁ ବୋଲି କହିଲେ ମନ୍ତ୍ରୀ ତୁଷାରକାନ୍ତି ବେହେରା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ