Masthead

ବନ୍ଦ ହେଲା ବିଜୁ ଯୁବ ବାହିନୀ !

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବନ୍ଦ ହେଲା ବିଜୁ ଯୁବ ବାହିନୀ । ବିଜୁ ଯୁବ ବାହିନୀ ବନ୍ଦ ନେଇ ମନ୍ତ୍ରୀ ତୁଷାରକାନ୍ତି ବେହେରାଙ୍କ ସୂଚନାଦେଇଛନ୍ତି । ବିଧାନସଭାରେ ଉତ୍ତର ରଖି ବିଜୁ ଯୁବ ବାହିନୀ ବନ୍ଦ ହୋଇଥିବା କହିଛନ୍ତି । ଚଳିତ ଆର୍ଥିକ ବର୍ଷ ପାଇଁ ବଜେଟରେ କୌଣସି ଅର୍ଥ ବ୍ୟବସ୍ଥା ନାହିଁ ।

ବର୍ତ୍ତମାନ କାର୍ଯ୍ୟକ୍ଷମ ହେବନି ବିଜୁ ଯୁବ ବାହିନୀ । ରାଜ୍ୟରେ କୌଣସି ଅଞ୍ଚଳରେ ଲୋକଙ୍କ ସ୍ୱାର୍ଥରକ୍ଷା ପାଇଁ କାର୍ଯ୍ୟ କରୁନି ବାହିନୀ । ତେଣୁ ଏହାକୁ ବନ୍ଦ କରିବାକୁ ନିଷ୍ପତି ନେଲେ ସରକାର । ବଜେଟ୍ରେ ଅର୍ଥ ବ୍ୟବସ୍ଥା ନଥିବାରୁ ଖର୍ଚ୍ଚର କୌଣସି ଅବକାଶ ନାହିଁ ବୋଲି କହିଲେ ମନ୍ତ୍ରୀ ତୁଷାରକାନ୍ତି ବେହେରା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ