Masthead

ଓଲଟିଲା ବରଯାତ୍ରୀ ଗାଡ଼ି, ୬ ଗୁରୁତର

ଜଳେଶ୍ୱର (ବଡ଼ ଖବର ବ୍ୟୁରୋ): ନୟନ ଯୋଡିକୁ ଖସିଲା ବରଯାତ୍ରୀ ଗାଡି । ୬ ଜଣ ଗୁରୁତର । ସୂଚନା ଅନୁସାରେ ବାଣିଦାଛକ ନିକଟରେ ବାଇକ୍ ଓ ବୋଲେର ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ଫଳରେ ଭାରସାମ୍ୟ ହରାଇ ନୟନ ଯୋଡିକୁ ଖସି ପଡିଥିଲା ବୋଲେରୋ । ଘଟଣାସ୍ଥଳରେ ସ୍ଥାନୀୟ ଲୋକେ ପହଞ୍ଚି ଆହତଙ୍କୁ ଉଦ୍ଧାର କରି ଜଳେଶ୍ଵର ଜିକେ ଭଟ୍ଟର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇଛନ୍ତି। ନଛିଙ୍ଗପୁରକୁ ବାହାଘର ପାଇଁ ଯାଉଥିବା ସୂଚନା ମିଳିଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା