Masthead

କାର ବାଇକ ଧକ୍କା, ଜଣେ ମୃତ ଜଣେ ନିଖୋଜ

ବୌଦ୍ଧ(ବଡ଼ ଖବର ବ୍ୟୁରୋ):   ବାଇକ ଧକ୍କାରେ କାର ଆରୋହୀଙ୍କ ମୃତ୍ୟୁ । ବୌଦ୍ଧରେ ମହାନଦୀ ସେତୁ ଉପରେ କାର ଧକ୍କାରେ ଜଣେ ବାଇକ ଆରୋହୀଙ୍କ ମୃତ୍ୟୁ ହୋଇଛି । ଆଉ ଜଣେ ନିଖୋଜ ଥିବା ନେଇ ମଧ୍ୟ ସୂଚନା ମିଳିଛି । ମୃତକ ଜଣକ ପୁରୁଷ ହୋଇଥିବା ବେଳେ ନିଖୋଜ ଥିବା ଜଣେ ମହିଳା । ସେ ନଦୀରେ ଖସିପଡିଥିବା ନେଇ ଜଣାପଡିଛି । ପରେ ସେଠାରେ ପୋଲିସ ଓ ଓଡ୍ରାଫ ଟିମ ଖୋଜାଖୋଜି କରିବା ପାଇଁ ପହଞ୍ଚିଛନ୍ତି ।

ତେବେ ସୂଚନା ଅନୁଯାୟୀ, ବୌଦ୍ଧ ପଟରୁ ଏକ କାର ଯାଇଥିବା ବେଳେ କିଆକଟା ପଟାରୁ ଆସୁଥିବା ଏକ ବାଇକକୁ ଧକ୍କା ଦେଇଥିଲା । ଫଳରେ ଘଟଣାସ୍ଥଳରେ ଜଣେ ବାଇକ ଆରୋହୀଙ୍କର ମୃତ୍ୟୁ ଘଟିଛି । ଅନ୍ୟପଟେ ବାଇକ ପଛରେ ଥିବା ମହିଳା ଜଣକ ନଦୀରେ ଖସି ପଡିଛନ୍ତି । ତାଙ୍କ କୌଣସି ପତ୍ତା ମିଳିନି । ପୋଲିସ ଏ ନେଇ ଅଧିକ ତଦନ୍ତ ଚଳାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା