Masthead

କାର ବାଇକ ଧକ୍କା, ଜଣେ ମୃତ ଜଣେ ନିଖୋଜ

ବୌଦ୍ଧ(ବଡ଼ ଖବର ବ୍ୟୁରୋ):   ବାଇକ ଧକ୍କାରେ କାର ଆରୋହୀଙ୍କ ମୃତ୍ୟୁ । ବୌଦ୍ଧରେ ମହାନଦୀ ସେତୁ ଉପରେ କାର ଧକ୍କାରେ ଜଣେ ବାଇକ ଆରୋହୀଙ୍କ ମୃତ୍ୟୁ ହୋଇଛି । ଆଉ ଜଣେ ନିଖୋଜ ଥିବା ନେଇ ମଧ୍ୟ ସୂଚନା ମିଳିଛି । ମୃତକ ଜଣକ ପୁରୁଷ ହୋଇଥିବା ବେଳେ ନିଖୋଜ ଥିବା ଜଣେ ମହିଳା । ସେ ନଦୀରେ ଖସିପଡିଥିବା ନେଇ ଜଣାପଡିଛି । ପରେ ସେଠାରେ ପୋଲିସ ଓ ଓଡ୍ରାଫ ଟିମ ଖୋଜାଖୋଜି କରିବା ପାଇଁ ପହଞ୍ଚିଛନ୍ତି ।

ତେବେ ସୂଚନା ଅନୁଯାୟୀ, ବୌଦ୍ଧ ପଟରୁ ଏକ କାର ଯାଇଥିବା ବେଳେ କିଆକଟା ପଟାରୁ ଆସୁଥିବା ଏକ ବାଇକକୁ ଧକ୍କା ଦେଇଥିଲା । ଫଳରେ ଘଟଣାସ୍ଥଳରେ ଜଣେ ବାଇକ ଆରୋହୀଙ୍କର ମୃତ୍ୟୁ ଘଟିଛି । ଅନ୍ୟପଟେ ବାଇକ ପଛରେ ଥିବା ମହିଳା ଜଣକ ନଦୀରେ ଖସି ପଡିଛନ୍ତି । ତାଙ୍କ କୌଣସି ପତ୍ତା ମିଳିନି । ପୋଲିସ ଏ ନେଇ ଅଧିକ ତଦନ୍ତ ଚଳାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା