Masthead

ଟ୍ରକ-ବାଇକ ମୁହାଁମୁହିଁ; ଘଟଣାସ୍ଥଳରେ ଦୁଇ ବାଇକ ଆରୋହୀଙ୍କ ମୃତ୍ୟୁ

ସୋର (ବଡ଼ ଖବର ବ୍ୟୁରୋ): ଟ୍ରକ-ବାଇକ ମୁହାଁମୁହିଁ, ୨ ମୃତ । ବାଲେଶ୍ୱର ୧୬ନଂ ଜାତୀୟ ରାଜପଥ ତଳନଗରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଘଟଣାସ୍ଥଳରେ ବାଇକ ଆରୋହୀଙ୍କ ମୃତ୍ୟୁ ହୋଇଛି । ମୃତକ ହେଲେ ସୋର ମାଣତ୍ରୀ ଗାଁର ଅର୍ଜିତ ବେହେରା ଓ ଜଗନ୍ନାଥପୁର ଗାଁର ବଳରାମ ନାୟକ । ସୂଚନା ଅନୁସାରେ ସେମାନେ ରାତିରେ ତଳନଗରରୁ ଘରକୁ ଫେରୁଥିବା ସମୟରେ ଟ୍ରକ ସହ ଧକା ହୋଇଥିଲା ଘଟଣାସ୍ଥଳରେ ହିଁ ସେମାନଙ୍କର ମୃତ୍ୟୁ ହୋଇଛି । ସ୍ଥାନୀୟ ଲୋକେ ଉଦ୍ଧାର କରି ୧୦୮ ଆମ୍ବୁଲାନ୍ସ ଯୋଗେ ସୋର ଡାକ୍ତରଖାନା କୁ ପଠାଇଥିଲେ। ସୋର ପୋଲିସ ଶବ ଜବତ କରି ବ୍ୟବଛେଦ ପାଇଁ ପଠାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଧୀରଜ ସେଠ ହେଲେ ସ୍ଥଳ ସେନାମୁଖ୍ୟ 🔴 ଥାର୍ ପରେ ଗନ କେଳେଙ୍କାରୀ, ସିଏଜି ଧରିଲେ ଦୁର୍ନୀତି 🔴 ମୋଦୀ ଡ଼କାଇଲେ ବୈଠକ ମନ୍ତ୍ରୀଙ୍କ ଛାତି ଧଡ଼ଧଡ଼ 🔴 ମାର୍କେଟ ବିଲ୍ଡିଂରେ ଭୟଙ୍କର ଅଗ୍ନିକାଣ୍ଡ 🔴 ବର୍ଷାରେ ଭିଜିଲା ଟ୍ୱିନ୍ ସିଟି 🔴 ବର୍ତ୍ତମାନ ସିବିଏସଇ ଛାତ୍ରଛାତ୍ରୀ ପଢିବେ ତିନୋଟି ଭାଷା 🔴 ୬୫ ବର୍ଷରେ ଫାଶୀ ଦଣ୍ଡ 🔴 ଜ୍ୱରରେ କମ୍ପିବେ ଜଗତନାଥ 🔴 ଭକ୍ତଙ୍କୁ କୋଳେଇ ନେବାକୁ ଆସିଛନ୍ତି ମହାବାହୁ 🔴 ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଲାଗିବ ସେନାପଟା ବାହୁଟ 🔴 ଧୀରଜ ସେଠ ହେଲେ ସ୍ଥଳ ସେନାମୁଖ୍ୟ 🔴 ଥାର୍ ପରେ ଗନ କେଳେଙ୍କାରୀ, ସିଏଜି ଧରିଲେ ଦୁର୍ନୀତି 🔴 ମୋଦୀ ଡ଼କାଇଲେ ବୈଠକ ମନ୍ତ୍ରୀଙ୍କ ଛାତି ଧଡ଼ଧଡ଼ 🔴 ମାର୍କେଟ ବିଲ୍ଡିଂରେ ଭୟଙ୍କର ଅଗ୍ନିକାଣ୍ଡ 🔴 ବର୍ଷାରେ ଭିଜିଲା ଟ୍ୱିନ୍ ସିଟି 🔴 ବର୍ତ୍ତମାନ ସିବିଏସଇ ଛାତ୍ରଛାତ୍ରୀ ପଢିବେ ତିନୋଟି ଭାଷା 🔴 ୬୫ ବର୍ଷରେ ଫାଶୀ ଦଣ୍ଡ 🔴 ଜ୍ୱରରେ କମ୍ପିବେ ଜଗତନାଥ 🔴 ଭକ୍ତଙ୍କୁ କୋଳେଇ ନେବାକୁ ଆସିଛନ୍ତି ମହାବାହୁ 🔴 ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଲାଗିବ ସେନାପଟା ବାହୁଟ