Masthead

ଅନ୍ତଃରାଜ୍ୟ ବାଇକ୍ ଚୋରି ରାକେଟ୍ ଠାବ

ଟାଙ୍ଗୀ, (ବଡ଼ ଖବର ବ୍ୟୁରୋ): କଟକରେ ଏକ ଆନ୍ତଃରାଜ୍ୟ ବାଇକ୍ ଚୋରି ରାକେଟ ଠାବ ହୋଇଛି। କଟକ ଡିସିପି ପ୍ରତୀକ ସିଂ ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି, କଟକରେ ଆନ୍ତଃରାଜ୍ୟ ବାଇକ୍ ଚୋରି ରାକେଟକୁ ଠାବ କରାଯାଇଛି। ସେମାନଙ୍କଠାରୁ ୩୫ଟି ବାଇକ ଉଦ୍ଧାର କରାଯାଇଛି। ପୋଲିସ ଚଢ଼ାଉ କରୁଥିବାବେଳେ ପୋଲିସ ଓ ବାଇକ ଚୋରଙ୍କ ମଧ୍ୟରେ କିଛି ସମୟ ଗୁଳିବିନିମୟ ହୋଇଥିଲା। ପରେ ପୋଲିସ ରାକେଟର ତିନି ସଦସ୍ୟଙ୍କୁ ଗିରଫ କରିଛି। ଏମାନେ କଟକ, ଭୁବନେଶ୍ୱର, କେନ୍ଦ୍ରାପଡ଼ା ଏବଂ ଢେଙ୍କାନାଳରୁ ବାଇକ୍ ଚୋରି କରୁଥିଲେ ବୋଲି ସିଂ ସୂଚନା ଦେଇଛନ୍ତି। ଚୋରି କରିବା ପରେ ସେମାନେ ବାଇକଗୁଡ଼ିକୁ କେନ୍ଦୁଝରର ଏକ ସ୍ଥାନରେ ଲୁଚାଇ ରଖି ବିକ୍ରି କରୁଥିଲେ। ଏହି ବାଇକ ଚୋର ଗ୍ୟାଙ୍ଗ ଧରାପଡ଼ିବା ପରେ ସହରବାସୀଙ୍କୁ କିଛି ମାତ୍ରାରେ ଆଶ୍ୱସ୍ତି ମିଳିବ ବୋଲି ଆଶା କରାଯାଉଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି