Masthead

ସାବଧାନ ବାଇକ୍ ଚାଳକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଦୁଇ ଚକିଆ ଯାନର ପଛରେ ବସିଲେ ମଧ୍ୟ ହେଲମେଟ ପିନ୍ଧିବାକୁ ବାଧ୍ୟ । ଆପଣଙ୍କୁ ଏକଥାଟି ଅଡୁଆ ଲାଗୁ ଥାଇପାରେ । କିନ୍ତୁ ଏହା ସତ । ରାଜ୍ୟ ପରିବହନ କମିଶନର ଏଭଳି ନିୟମକୁ କଡ଼ାକଡି ପାଳନ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ପୂର୍ବରୁ ଏହି ନିୟମ କମିଶନର ଜାରି କରିଥିଲେ । ମାତ୍ର ଏହାକୁ କୋହଳ କରାଯାଇଥିଲା । ସଡ଼କ ଦୁର୍ଘଟଣା ଦିନକୁ ଦିନ ବଢ଼ୁଥିବାରୁ କମିଶନର ଏହି ନିୟମକୁ କଡାକଡି ପାଳନ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ଦୁଇଚକିଆ ଯାନରେ ତିନିଜଣ ଯାତ୍ରା ପାଇଁ ତ ବାରଣ କରାଯାଇଛି, ଏଣିକି ଦୁଇଜଣ ଯାତ୍ରା କଲେ ମଧ୍ୟ ଉଭୟ ହେଲମେଟ ପିନ୍ଧିବା ପାଇଁ ବାଧ୍ୟ । ଏସମ୍ପର୍କରେ କମିଶନର ଟୁଇଟ କରିଛନ୍ତି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା