Masthead

ଭାରତ ଓ ବାଂଲାଦେଶ ଦ୍ୱିପାକ୍ଷିକ ଆଲୋଚନା

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଭାରତ ଓ ବାଂଲାଦେଶ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା । କୋଭିଡ୍ ପାଇଁ ଏଥର ଭିଡିଓ କନଫରେଂସିଙ୍ଗ ମାଧ୍ୟମରେ କଥାବାର୍ତ୍ତା ହୋଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ୍ ହସିନା ସାମିଲ ହୋଇଛନ୍ତି । ପ୍ରଧାନମନ୍ତ୍ରୀ ମୋଦି ବାଂଲାଦେଶକୁ ଆଶ୍ୱାସନା ଦେଇ କହିଛନ୍ତି କରୋନା କାଳରେ ବାଂଲାଦେଶକୁ ଆମେ ପ୍ରାଥମିକତାରେ ରଖିଛୁ । ଏହା ସହ ବହୁ ପ୍ରତିକ୍ଷିତ ଚିହ୍ଲାଟି-ହଲ୍ଲିଓା୍ୱଡି ରେଳ ଲିଙ୍କ୍ ଆରମ୍ଭ ହୋଇଛି । ଏହା ସହ ଉଭୟ ଦେଶ ମଧ୍ୟରେ ଗୁଡିଏ ଏମଓୟୁ ସ୍ୱାକ୍ଷରିତ ହୋଇଛି । ଅନ୍ୟପଟେ ଶେଖ୍ ହସିନା କହିଛନ୍ତି କରୋନା ସମୟରେ ଉଭୟ ଦେଶର ସମ୍ବନ୍ଧ ନିବିଡ ହୋଇଛି, ଦୁଇ ଦେଶର ଲୋକଙ୍କ ମଧ୍ୟରେ ସମ୍ପର୍କ ମଜବୁତ ହୋଇଛି । ସେ ଆହୁରି କହିଛନ୍ତି, ଭାରତ ଆଗକୁ ବିଶ୍ୱର ଅର୍ଥ ବ୍ୟବସ୍ଥାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ତୁଲାଇବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ