Masthead

ଭାରତ ଓ ବାଂଲାଦେଶ ଦ୍ୱିପାକ୍ଷିକ ଆଲୋଚନା

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଭାରତ ଓ ବାଂଲାଦେଶ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା । କୋଭିଡ୍ ପାଇଁ ଏଥର ଭିଡିଓ କନଫରେଂସିଙ୍ଗ ମାଧ୍ୟମରେ କଥାବାର୍ତ୍ତା ହୋଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ୍ ହସିନା ସାମିଲ ହୋଇଛନ୍ତି । ପ୍ରଧାନମନ୍ତ୍ରୀ ମୋଦି ବାଂଲାଦେଶକୁ ଆଶ୍ୱାସନା ଦେଇ କହିଛନ୍ତି କରୋନା କାଳରେ ବାଂଲାଦେଶକୁ ଆମେ ପ୍ରାଥମିକତାରେ ରଖିଛୁ । ଏହା ସହ ବହୁ ପ୍ରତିକ୍ଷିତ ଚିହ୍ଲାଟି-ହଲ୍ଲିଓା୍ୱଡି ରେଳ ଲିଙ୍କ୍ ଆରମ୍ଭ ହୋଇଛି । ଏହା ସହ ଉଭୟ ଦେଶ ମଧ୍ୟରେ ଗୁଡିଏ ଏମଓୟୁ ସ୍ୱାକ୍ଷରିତ ହୋଇଛି । ଅନ୍ୟପଟେ ଶେଖ୍ ହସିନା କହିଛନ୍ତି କରୋନା ସମୟରେ ଉଭୟ ଦେଶର ସମ୍ବନ୍ଧ ନିବିଡ ହୋଇଛି, ଦୁଇ ଦେଶର ଲୋକଙ୍କ ମଧ୍ୟରେ ସମ୍ପର୍କ ମଜବୁତ ହୋଇଛି । ସେ ଆହୁରି କହିଛନ୍ତି, ଭାରତ ଆଗକୁ ବିଶ୍ୱର ଅର୍ଥ ବ୍ୟବସ୍ଥାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ତୁଲାଇବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ