Masthead

ଭୁବନେଶ୍ୱର ନୀଳାଦ୍ରି ବିହାରର ମା ମଙ୍ଗଳା ବସ୍ତିରେ ମାଇକ୍ରୋସଫ୍ଟ ସହ ପ୍ରତିଷ୍ଠାତା ବିଲ୍‌ ଗେଟ୍‌ସ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଭୁବନେଶ୍ୱରରେ ମାଇକ୍ରୋସଫ୍ଟର ସହ-ପ୍ରତିଷ୍ଠାତା ତଥା ବିଲ୍ ଆଣ୍ଡ ମେଲିଣ୍ଡା ଗେଟ୍ସ ଫାଉଣ୍ଡେସନର ପ୍ରତିଷ୍ଠାତା ବିଲ୍ ଗେଟ୍ସ । ଆଜି ରାଜଧାନୀ ଭୁବନେଶ୍ୱରର ନୀଳାଦ୍ରି ବିହାରର ମା ମଙ୍ଗଳା ବସ୍ତି ପରିଦର୍ଶନ କରିଛନ୍ତି। ଘରକୁ ଘର ଯାଇ ବସ୍ତି ବାସିନ୍ଦାଙ୍କୁ ଭେଟି ଆଲୋଚନା କରିଥିଲେ । ବିଭିନ୍ନ ମୌଳିକ ସୁବିଧା ସମ୍ପର୍କରେ ପଚାରି ବୁଝୁଛନ୍ତି ବିଲ୍‌ ଗେଟ୍‌ସ । ବସ୍ତି ଗସ୍ତ ସମୟରେ ସେ ସ୍ଥାନୀୟ ଲୋକଙ୍କ ସହ କଥାବାର୍ତ୍ତା କରିଥିଲେ । ମୁକ୍ତା ଯୋଜନା ଓ ଜାଗା ମିଶନ ଭଳି ଓଡ଼ିଶା ସରକାରଙ୍କ ବିଭିନ୍ନ ଯୋଜନା ବିଷୟରେ ଜାଣିଥିଲେ। ଏହି ଗସ୍ତ ସମୟରେ ବିକାଶ କମିଶନର ଅନୁ ଗର୍ଗ, ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଗୃହ ଓ ନଗର ଉନ୍ନୟନ ଜି ମାଥିଭଥାନନ ଏବଂ ରାଜ୍ୟ ସରକାରଙ୍କ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା